Subscribe to Updates

    Get the latest creative news from FooBar about art, design and business.

    What's Hot

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023
    Facebook X (Twitter) Instagram
    Trending
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»କୁନି ଅପା ଦଳ ପାଇଁ ସଂଘର୍ଷ, ସମର୍ପଣର ଏକ ବେଞ୍ଚ ମାର୍କ ଛାଡ଼ି ଯାଇଛନ୍ତି: ଧର୍ମେନ୍ଦ୍ର
    ରାଜ୍ୟ

    କୁନି ଅପା ଦଳ ପାଇଁ ସଂଘର୍ଷ, ସମର୍ପଣର ଏକ ବେଞ୍ଚ ମାର୍କ ଛାଡ଼ି ଯାଇଛନ୍ତି: ଧର୍ମେନ୍ଦ୍ର

    NewsLaxmi7By NewsLaxmi7August 17, 2023Updated:August 17, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର: ପୂର୍ବତନ ବିଧାୟିକା ଓ କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ସ୍ୱର୍ଗତ ନିବେଦିତା ପ୍ରଧାନ(କୁନି ଅପା) ଆମ ଦଳ ପାଇଁ ସଂଘର୍ଷ, ସମର୍ପଣ ଓ ପରିଶ୍ରମର ଏକ ବେଞ୍ଚମାର୍କ ଛାଡି ଯାଇଛନ୍ତି। ବୁଧବାର ଭୁବନେଶ୍ୱର ବିଜେପି କାର୍ଯ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି ଏବଂ ନିବେଦିତା ପ୍ରଧାନଙ୍କ ସ୍ମୃତିରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

    ଶ୍ରୀ ପ୍ରଧାନ କହିଥିଲେ ଯେ ସମସ୍ତଙ୍କର ପ୍ରେରଣା ଅଟଳଜୀଙ୍କ ଓଡ଼ିଶା ପ୍ରତି ଦାୟିତ୍ୱ ଓ ଅଭିବ୍ୟକ୍ତିକୁ ଯେଭଳି ଓଡ଼ିଶା ଭୁଲି ପାରିବ ନାହିଁ ସେଭଳି ଦଳ ପ୍ରତି କୁନି ଅପାଙ୍କ ଯୋଗଦାନକୁ କେବେ ଭୁଲିହେବ ନାହିଁ। ତାଙ୍କର ତ୍ୟାଗ, ସମର୍ପଣ, ପରିଶ୍ରମ କାରଣରୁ ଦଳ ଆଜି ଏହି ଜାଗାରେ ପହଞ୍ଚିଛି। ମାଲକାନଗିରି ଭଳି ଅଞ୍ଚଳରେ ମଧ୍ୟ ତାଙ୍କୁ ସମସ୍ତେ ମନେ ପକାନ୍ତି। ଶ୍ରୀ ପ୍ରଧାନ ମହାପ୍ରଭୁଙ୍କ ପାଖରେ ପୁଣ୍ୟ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି। କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେବା ସହିତ ସ୍ବର୍ଗତ ନିବେଦିତା ପ୍ରଧାନଙ୍କ ସ୍ମୃତିଚାରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଜେପି ରାଜ୍ୟ ସଭାପତି ମନ‌ମୋହନ ସାମଲ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।

    Share. Facebook Twitter LinkedIn WhatsApp Email
    Previous Articleସେରସୁଆଁଗୁଡ଼ିଠାରେ ‘ହଁତା ପେଟି’ ଉଦ୍‌ଘାଟିତ
    Next Article ୨୮ ଜଣଙ୍କୁ ମିଳିଲା ପୁଲିସ ପଦକ: ଏସଓଜିର ୧୬ ଜଣଙ୍କୁ ମିଳିଲା ସାହସିକତା ପୁରସ୍କାର
    NewsLaxmi7
    • Website

    Related Posts

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଭୁବନେଶ୍ବର: ପିଲା ନ ହେବାରୁ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ତାଲା ପଡ଼ିଥିଲା। ଛାତ୍ରଛାତ୍ରୀଙ୍କୁ ନିକଟସ୍ଥ ବିଦ୍ୟାଳୟକୁ ପଠାଯିବା ସହ ଶିକ୍ଷକ…

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    କୋଭିଡ କଟକଣା ଭିତରେ ରାଜ୍ୟରେ ପାଳନ ହେଉଛି ବଡ଼ଦିନ ରାଜଧାନୀର ସତ୍ୟ ନଗର ଗୀର୍ଜାରେ ପାଳନ

    December 25, 2020

    ରାଜଧାନୀରେ ପୁଣି କୃଷକ ଆନ୍ଦୋଳନ: ନବୀନ ନିବାସ ଆଡ଼କୁ ଯିବା ବାଟ‌ରେ ଚାଷୀଙ୍କୁ ଉଠାଇନେଲା ପୁଲିସ

    January 9, 2023

    କୋର୍ଟରେ ପ୍ରମାଣ ରଖିଲେ ପ୍ରିନ୍ସ ହ୍ୟାରି, ଗଣମାଧ୍ୟମ ସଂସ୍ଥା ଉପରେ ବର୍ଷିଲେ

    June 7, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.