ଦେଶ ବିଦେଶ ମନୋରଞ୍ଜନ ସ୍ୱାସ୍ଥ୍ୟ

କୋଭିଡ ସଂକ୍ରମିତ ହେଲେ ସ୍ୱର ସାମ୍ରାଜ୍ଞୀ: ଅବସ୍ଥା ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ମୁମ୍ୱାଇ ୧୧/୦୧: କରୋନା କବଳରେ ସାରା ବିଶ୍ୱ । ପୂରା ଦୁନିଆକୁ କଲବଲ କଲାଣି ଏହି ମହାମାରୀ । ତେବେ ଏଥିରୁ ବାଦ ପଡିନାହାନ୍ତି ଜଣାଶୁଣା ଅଭିନେତା, ଅଭିନେତ୍ରୀ ତଥା ରଜନେତା । ଏବେ ଏହି ଲିଷ୍ଟର ସାମିଲ ହୋଇଛନ୍ତି ବଲିଉଡର ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକର । ତାଙ୍କ ଠାରେ କୋଭିଡ ଥିବା ସ୍ପଷ୍ଟ ହୋଇଛି । ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ପରିବାରର ଜଣେ ସଦସ୍ୟ କହିଛନ୍ତି ତାଙ୍କ ଠାରେ କୋଭିଡର ସାମାନ୍ୟ ଲକ୍ଷଣ ଅଛି । ତେବେ ତାଙ୍କର ବୟସ ଅଧିକ ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ ନିମୋନିଆରେ ବି ସଂକ୍ରମିତ ଅଛନ୍ତି । ୯୨ ବର୍ଷୀୟ ଲତା ମଙ୍ଗେସକରଙ୍କ ଭାଣିଜୀ ଏ ନେଇ ଗମମାଧ୍ୟମଙ୍କୁ ସୂଚନ ଦେଇଛନ୍ତି ।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ