ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କୋରାପୁଟ: କୋରାପୁଟ ଜିଲ୍ଲାରେ ଶୁକ୍ରବାର ଭୋର ୫.୫ ମିନିଟରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଜିଲ୍ଲାର ନାରାୟଣପାଟଣା ଓ ଲକ୍ଷ୍ମୀପୂରରେ ଏହି ଭୂକମ୍ପ ହୋଇଥିବା ସାଧାରଣରେ ମତ ପ୍ରକାଶ ପାଇଛି। ହଠାତ ଭୋରରେ ଲୋକେ ଉଠିଥିବାବେଳେ ଝରକା ଗୁଡିକ ଆପେ ଆପେ ଦୋହଲିବାରେ ଲାଗିଥିଲା। ଘରେ ଥିବା ଆସବାବପତ୍ର ବି ଦୋହଲି ଥିଲା। ଲୋକେ ଭୟରେ ଘରୁ ବାହାରକୁ ବାହାରି ଆସିଥିଲେ। ପରେ ଏହା ଭୂକମ୍ପ ବୋଲି ଜଣାପଡିଥିଲା।
ତେବେ ଜଗଦଳପୁରଠାରୁ ୧୨୯ କିମି ଦୂରରେ ଭୂକମ୍ପର କେନ୍ଦ୍ରସ୍ଥଳ ଥିବାବେଳେ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୮ ଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l