Subscribe to Updates

    Get the latest creative news from FooBar about art, design and business.

    What's Hot

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023
    Facebook X (Twitter) Instagram
    Trending
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    • ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
    • ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»କ୍ରମାଗତ ତୃତୀୟ ଦିନ ବିମାନ ବାତିଲ
    ରାଜ୍ୟ

    କ୍ରମାଗତ ତୃତୀୟ ଦିନ ବିମାନ ବାତିଲ

    NewsLaxmi7By NewsLaxmi7July 10, 2023Updated:July 10, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ରାଉରକେଲା: ରାଉରକେଲାରେ ପୂର୍ଣ୍ଣକାଳୀନ ବିମାନ ସେବା ଏବେ ଅସମ୍ଭବ ପାଲଟିଲାଣି। ନିୟମିତ ବ୍ୟବଧାନରେ ବିମାନ ବାତିଲ ହେଉଛି। ଗତ ତିନିଦିନ ହେଲା ଭୁବନେଶ୍ବର-ରାଉରକେଲା ବିମାନ ସେବା ବନ୍ଦ ରହିଛି। ଲଗାତାର ତିନି ଦିନ ହେଲା ବିମାନସେବା ବନ୍ଦ ରହିଥିବାରୁ ସୋମବାର ବିମାନ ଉଡ଼ିବ ନା ନାହିଁ; ତାହା ଏବେବି ସନ୍ଦେହରେ। ଆଜି(ରବିବାର) ମୋଟ୍‌ ୩୨ ଜଣ ଯାତ୍ରୀ ରାଉରକେଲାରୁ ଭୁବନେଶ୍ବର ଯିବାକୁ ଟିକେଟ୍‌ କାଟିଥିଲେ। କିନ୍ତୁ ବିମାନ ସେବାକୁ ବାତିଲ କରିଦିଆଯିବାରୁ ଯାତ୍ରୀ ଯାବତୀୟ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି।

    ପ୍ରକାଶଥାଉକି, ଗତ ୮ ତାରିଖ ଓ ୭ ତାରିଖରେ ବି ବିମାନ ବାତିଲ ହୋଇଥିଲା। ଫଳରେ ଭୁବନେଶ୍ବର ଯିବାକୁ ଥିବା ଯଥାକ୍ରମେ ୨୨ ଓ ୩୦ ଜଣ ଯାତ୍ରୀଙ୍କୁ ନିରାଶ ହେବାକୁ ପଡ଼ିଥିଲା। ନିୟମିତଭାବେ ବିମାନ ସେବା ବାତିଲ ହେଉଥିବାରୁ ଯାତ୍ରୀ ସଂଖ୍ୟାରେ ହ୍ରାସ ପାଇବାରେ ଲାଗିଛି।

    Share. Facebook Twitter LinkedIn WhatsApp Email
    Previous Articleଓଡ଼ିଶାକୁ ସୁହାଉନି, ଜାତୀୟ ହକିରେ ନିର୍ଣ୍ଣାୟକ ସାଜିଲା ସୁଟ୍‌ଆଉଟ୍‌
    Next Article ରାଜ୍ୟ ସରକାରଙ୍କୁ ପୁଣି ଅପରାଜିତା ଷଡ଼ଙ୍ଗୀଙ୍କ ଟାର୍ଗେଟ: ଓଡ଼ିଶାରେ ଶାସନ ବ୍ୟବସ୍ଥା ଏବେ ହାସ୍ୟାସ୍ପଦ ହୋଇସାରିଛି
    NewsLaxmi7
    • Website

    Related Posts

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ନୂଆଦିଲ୍ଲୀ/ଭୁବନେଶ୍ୱର: ଦିବ୍ୟାଙ୍ଗ ପିଲାମାନଙ୍କ ପ୍ରତିଭା କାହାଠାରୁ କୌଣସି ଗୁଣରେ କମ୍ ନୁହେଁ। ସେମାନେ ଯାଦୁଗର ଭଳି ଅସମ୍ଭବ କଥାକୁ ସମ୍ଭବ…

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଚର୍ଚ୍ଚାରେ ବୌଦ୍ଧ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ: ନିର୍ବାଚନ ଆଚରଣବିଧି ଅବଧି ମଧ୍ୟରେ ପଦୋନ୍ନତି ପ୍ରକ୍ରିୟା

    November 12, 2022

    ଆପ୍‌କେ ଆ’ଯାନେ ସେ

    June 19, 2021

    ଓଡ଼ିଶାରେ ଆଗୁଆ ହେବ କି ନିର୍ବାଚନ? ଅତିରିକ୍ତ ବଜେଟକୁ ନେଇ ଜୋରଦାର ଚର୍ଚ୍ଚା

    July 12, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.