Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Sunday, May 28
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଖସିପଡ଼ିଲା ଡାକୋଟା ବିମାନ
    ରାଜ୍ୟ

    ଖସିପଡ଼ିଲା ଡାକୋଟା ବିମାନ

    NewsLaxmi7By NewsLaxmi7March 2, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    ଭୁବନେଶ୍ବର : ମାର୍ଚ୍ଚ ୫ରେ ବିଜୁ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡାକୋଟା ବିମାନକୁ ସର୍ବସାଧାରଣଙ୍କ ପାଇଁ ଲୋକାର୍ପଣ କରିବେ। ଏଥିପାଇଁ ଭୁବନେଶ୍ବର ବିମାନବନ୍ଦର ସମ୍ମୁଖରେ ଡାକୋଟା ବିମାନର ସଂସ୍ଥାପନ କରାଯାଉଛି। ବୁଧବାର ଦିନ ଡାକୋଟା ବିମାନକୁ ଟ୍ରଲରରେ ଆଣି କ୍ରେନ୍ ସାହାଯ୍ୟରେ ବେସ୍‌ ଉପରେ ରଖାଯିବା ବେଳେ କ୍ରେନ୍‌ର ବେଲ୍‌ଟ ଛିଣ୍ଡିଯିବାରୁ ବିମାନଟି ଖସି ପଡ଼ିଥିଲା। ବିମାନଟି ସଂପୂର୍ଣ୍ଣ ଭାବେ ତଳେ ପଡ଼ିନଥିବାରୁ ଏହାର ବିଶେଷ କିଛି କ୍ଷତି ହୋଇନି। ହେଲେ ବିମାନଟି ଅଣେଇ ହୋଇପଡ଼ିବାରୁ ଏହାର ଡେଣା ବାଜି ସେଠାରେ କାମ କରୁଥିବା ଦୁଇ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଏହାପରେ ଦୁଇ କର୍ମଚାରୀଙ୍କୁ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା।

    ଏନେଇ ବିମାନବନ୍ଦର କର୍ତ୍ତୃପକ୍ଷ କହିଛନ୍ତି ଯେ ଡାକୋଟାକୁ ସ୍ଥାନାନ୍ତର ସମୟରେ ସାମାନ୍ୟ ଅସୁବିଧା ହୋଇଥିଲା। ହେଲେ ଏଥିରେ କେହି ଗୁରୁତର ହୋଇନାହାନ୍ତି। ଯେଉଁ ଦୁଇ ଜଣ କର୍ମଚାରୀ ଆହତ ହୋଇଥିଲେ ସେମାନେ ଚିକିତ୍ସା ପରେ ଆସି କାମ କରୁଛନ୍ତି। ଏହାସହ ଆଉ ଏକ କ୍ରେନ୍ ଆଣି ବିମାନଟିକୁ ନିର୍ମାଣ ହୋଇଥିବା ବେସ୍‌ ଉପରେ ରଖାଯାଉଛି।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    Share. Facebook Twitter LinkedIn WhatsApp Email
    Previous Articleଯୁକ୍ତ୨ ପରୀକ୍ଷା ଆରମ୍ଭ, ପ୍ରଥମ ଦିନରେ କପି କରି ଧରାପଡ଼ିଲେ ୫
    Next Article ଗର୍ଜନପାଣିରେ ମାଓବାଦୀଙ୍କ ଚେତାବନୀ: ‘ପୋଷ୍ଟର ଚିରିଲେ ହାତ କାଟିଦେବୁ’
    NewsLaxmi7
    • Website

    Related Posts

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୫ ବର୍ଷ କାରାଦଣ୍ଡ ଶୁଣାଇଲେ ପୋକ୍ସୋ ଅଦାଲତ

    September 24, 2022

    ତୁଳସୀ ମୁଣ୍ଡା ପାଇବେ ‘ଶ୍ରୀଜଗନ୍ନାଥ ଚେତନା ପ୍ରତିଭା ସମ୍ମାନ’

    December 6, 2022

    କୁମ୍ଭରେ ଶାହୀ ସ୍ନାନକୁ ନେଇ ଟ୍ୱିଟ୍ କରିବା ପଡିଲା ମହଙ୍ଗା: ଲୋକପ୍ରିୟ ଅଭିନେତାଙ୍କୁ ଜୀବନରେ ମାରିଦେବାକୁ ଧମକ୍

    April 15, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.