ଭୁବନେଶ୍ୱର ୨୧।୧୧ : ଖୋର୍ଦ୍ଧା ଜିଲ୍ଲାର ଦୁଇଟି ଐତିହାସିକ ଶକ୍ତି ପୀଠ ପରିଦର୍ଶନରେ 5T ସଚିବ ଭି.କେ ପାଣ୍ଡିଆନ୍। ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ କାମର ସମୀକ୍ଷା କରିଛନ୍ତି । ଏହାସହ ସଠିକ୍ ସମୟରେ କିପରି ସବୁ କାମ ସରିବ । ସେଦିଗରେ ଆଲୋଚନା କରିଛନ୍ତି ।
ଖବର ଅନୁଯାୟୀ, ସୋମବାର ଭୋରରୁ ବାଣପୁର ସ୍ଥିତ ମା’ ଭଗବତୀ ମନ୍ଦିର ଏବଂ ଭୁଷଣ୍ଡପୁର ସ୍ଥିତ ମା’ ଉଗ୍ରତାରା ମନ୍ଦିର ପରିଦର୍ଶନ ଗସ୍ତରେ ଅଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍ । ପ୍ରଥମେ ଭଗବତୀ ମନ୍ଦିର ଯାଇ ଦର୍ଶନ କରିବା ସହ ବିଭିନ୍ନ କାମର ସମୀକ୍ଷା କରିଛନ୍ତି । ଏହା ପରେ ଭୁଷଣ୍ଡପୁର ସ୍ଥିତ ମା’ ଉଗ୍ରତାରା ମନ୍ଦିରକୁ ଯାଉଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ , ଉପ-ଜିଲ୍ଲାପାଳ ଙ୍କ ସମେତ ସ୍ଥାନୀୟ ପ୍ରଶାସନ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି । ମନ୍ଦିର ଗୁଡିକର ଉନ୍ନତି କରଣ ଏବଂ ଅନ୍ୟାନ୍ୟ କାର୍ଯ୍ୟର ସମୀକ୍ଷା କରୁଛନ୍ତି 5T ସଚିବ ।
Trending
- ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
- ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
- ଆମେରିକା ସେନାରେ ଡ୍ରୋନ୍ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍ଙ୍କୁ ମାରିପକାଇଲା
- ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
- ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
- ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍ରେ ସବୁ କାର୍ଯ୍ୟାଳୟ ଅଚଳ
- ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
- ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
Monday, June 5