Subscribe to Updates

    Get the latest creative news from FooBar about art, design and business.

    What's Hot

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023
    Facebook X (Twitter) Instagram
    Trending
    • ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ
    • ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିରୁ ଗିରଫ ହେଲେ ନକଲି ଡାକ୍ତର: ଆଗରୁ ବାନ୍ଧିଥିଲା ତେଲେଙ୍ଗାନା ପୁଲିସ
    ଅପରାଧ

    ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିରୁ ଗିରଫ ହେଲେ ନକଲି ଡାକ୍ତର: ଆଗରୁ ବାନ୍ଧିଥିଲା ତେଲେଙ୍ଗାନା ପୁଲିସ

    NewsLaxmi7By NewsLaxmi7July 17, 2023Updated:July 17, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଉସ୍ତା ବାବୁଲ କ୍ଲିନିକରୁ ଜଣେ ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ନକଲି ଡାକ୍ତର ଶୁଭ୍ରଜିତ ପଣ୍ଡାଙ୍କୁ ଗିରଫ କରିଛି ଦିଗପହଣ୍ଡି ପୁଲିସ। ଗିରଫ ଯୁବକଙ୍କ ଘର ଢେଙ୍କାନାଳ ଜିଲ୍ଲା ସଣ୍ଡା ଗାଁର ବୋଲି ଜଣାପଡ଼ିଛି। ସାନଖେମୁଣ୍ଡି ଓ କଟକର ରାଣୀହାଟରେ ଥିବା ଘରୋଇ କ୍ଲିନିକରେ ପୁଲିସ ଯାଞ୍ଚ କରିବା ସହ ନକଲି ଡାକ୍ତରଙ୍କ କଟକ ଭଡ଼ା ଘରେ ମଧ୍ୟ ତଦନ୍ତ କରିଛି।

    और जानें

    ନିଜକୁ ଦିଲ୍ଲୀ, ଭୁବନେଶ୍ୱର ଓ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅଭିଜ୍ଞ ଡାକ୍ତର କହି ଚିକିତ୍ସା କରୁଥିଲେ  ଶୁଭ୍ରଜିତ ପଣ୍ଡା। ପୂର୍ବରୁ ଫେବୃଆରୀ ୨୦୨୦ ମସିହାରେ ତେଲେଙ୍ଗାନା ପୁଲିସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିଲେ। ନିଜକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସଦସ୍ୟ କହିଥିବା ବେଳେ ଡାକ୍ତର ସମ୍ମିଳନୀକୁ ଯାଇ ନିଜକୁ ଡାକ୍ତର କହିଥିବା ବେଳେ ଗିରଫ ହୋଇଥିଲେ। ଆଉ ଏକ ଗୁରୁତ୍ବପୂର୍ଣ୍ଣ କଥା ହେଲା ଶୁଭ୍ରଜିତ ପଣ୍ଡାଙ୍କର ମାତ୍ର ୨୪ ଦିନ ତଳେ ବାହାଘର ହୋଇଥିଲା।

    Share. Facebook Twitter LinkedIn WhatsApp Email
    Previous Articleଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ଦାବି: ଆରମ୍ଭ ହେଲା ଦସ୍ତଖତ ସଂଗ୍ରହ
    Next Article ଦାଦନ ଦୁଃଖ; ପୁଣି ଜଣେ ଶ୍ରମିକଙ୍କ ଚେନ୍ନାଇରେ ମୃତ୍ୟୁ ଗଞ୍ଜାମରୁ ୫ ମାସରେ ୨୪ ମୃତ
    NewsLaxmi7
    • Website

    Related Posts

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁବନେଶ୍ବର: ଅକ୍ଟୋବର ମାସ ଆରମ୍ଭ ସହିତ ଆସିଯାଇଛି ବାତ୍ୟା ଋତୁ। ସାଧାରଣତଃ ମୌସୁମୀ ଫେରିବା ସମୟରେ ଓଡ଼ିଶାକୁ ବାତ୍ୟା ଭୟ…

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ମରଣମୁହଁରେ ରାଉରକେଲା ଏସ୍‌ଟିପିଆଇ!

    May 12, 2022

    ଧୀରେଧୀରେ କାୟା ମେଲାଉଛି ଓମିକ୍ରନ୍: ଏହି ଦେଶରୁ ମିଳିଲା ୨୨ଟି ନୂଆ କେସ୍

    December 1, 2021

    ମାଳି ପର୍ବତ ବକ୍ସାଇଟ ଖଣିକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ପରିବେଶ ମଞ୍ଜୁରୀ ପାଇଁ ପୁଣି ହେବ ଜନଶୁଣାଣି

    December 2, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.