ଅପରାଧ ରାଜ୍ୟ

ଗୁଣିଆ ସନ୍ଦେହରେ ମରଣାନ୍ତକ ଆକ୍ରମଣ: ଦୁଇ ଆହତ, ପୋଲିସ ମାରୁଛି ପଇଁନ୍ତରା

ସାନଖେମୁଣ୍ଡି ୨୭/୧୦: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ମଧୁରଝୋଳି ଗାଁରେ ଗୁଣିଆ ସନ୍ଦେହରେ ଦୁଇଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଗ୍ରାମବାସୀ । ଦୁଇ ଜଣ ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଘଟଣାକୁ ନେଇ ଗାଁରେ ଅଶାନ୍ତ ଲାଗି ରହିଛି ।

ଅନ୍ୟପଟେ କବିସୂର୍ଯ୍ୟନଗର ପୋଲିସ ପୋଲସରା ପୁରୁଷୋତ୍ତମପୁର ଥାନାର ବରିଷ୍ଠ ଅଧିକାରୀଙ୍କ ସହ ୪ ପ୍ଲାଟୁନ ପୋଲିସ ଫୋର୍ସ ଧରି ଅଚାନକ ରାତି ଅଧରେ ଗାଁରେ ଚଢାଉ କରିବା ସହ ୯ ଜଣକୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।