Subscribe to Updates

    Get the latest creative news from FooBar about art, design and business.

    What's Hot

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023
    Facebook X (Twitter) Instagram
    Trending
    • ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ
    • ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ଗୁଣ୍ଡୁରୁଚୁଆଁ ନାବାଳିକା ଗଣଦୁଷ୍କର୍ମ ମାମଲା: ତିନି ଅଭିଯୁକ୍ତଙ୍କୁ ୩୦ ବର୍ଷ ଜେଲ ଦଣ୍ଡ
    ଅପରାଧ

    ଗୁଣ୍ଡୁରୁଚୁଆଁ ନାବାଳିକା ଗଣଦୁଷ୍କର୍ମ ମାମଲା: ତିନି ଅଭିଯୁକ୍ତଙ୍କୁ ୩୦ ବର୍ଷ ଜେଲ ଦଣ୍ଡ

    NewsLaxmi7By NewsLaxmi7July 20, 2023Updated:July 20, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଅନ୍ତର୍ଗତ ଗୁଣ୍ଡୁରୁଚୁଆରେ ୨୦୧୫ରେ ଘଟିଥିବା ଏକ ଚର୍ଚ୍ଚିତ ନାବାଳିକା ଗଣଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ଏହି ମାମଲାର ଶୁଣାଣି କରି ମାନ୍ୟବର ଅଦାଲତ ଗୁଣ୍ଡୁରୁଚୁଆଁର ପ୍ରତାପ ପଟେଲ, ସାରଥୀ କିସାନ ଓ ରାଜେନ୍ଦ୍ର ନାୟକ ଓରଫ୍‌ ରାଜିନ ଖାଡ଼ିଙ୍କୁ ଦୋଷୀ ସାବ୍ୟସ୍ତ କରି ୩୦ ବର୍ଷ ଜେଲ ଦଣ୍ଡ ଓ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା ଦାଖଲ ପାଇଁ ଆଦେଶ ଦେଇଛନ୍ତି। ବିବରଣୀ ଅନୁସାରେ, ୨୦୧୫ ମସିହା ଜୁଲାଇ ୨ ତାରିଖରେ ଗୁଣ୍ଡୁରୁଚୁଆଁ ନିକଟସ୍ଥ ସିଆଲମୁଣ୍ଡା ନଦୀଘାଟକୁ ନାବାଳିକା ଜଣକ ତାଙ୍କର ଜଣେ ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିଲେ। ସେଠାରେ ପ୍ରତାପ , ସାରଥୀ ଓ ରାଜେନ୍ଦ୍ର ତାଙ୍କୁ ଦୁଷ୍କର୍ମ କରିଥିଲେ। ଘଟଣା କାହା ସମ୍ମୁଖରେ ପ୍ରଘଟ କଲେ ମାରି ଦେବୁ ବୋଲି କହି ଧମକ ଦେଇଥିଲେ।

    ପୀଡ଼ିତାଙ୍କ ସାଙ୍ଗ ଜଣକ ସେଠାରୁ ଦୌଡ଼ି ପଳାଇ ନିକଟସ୍ଥ ବଲଣ୍ଡା ଗ୍ରାମବାସୀଙ୍କୁ ଜଣାଇଥିଲେ। କେହି ଜଣେ ଗ୍ରାମବାସୀ ଆସି ନାବାଳିକାଙ୍କୁ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। କୁଚିଣ୍ଡା ତତ୍‌କାଳୀନ ଏସ୍‌ଡିପିଓ ରାମ ପ୍ରସାଦ ସାହୁ ଏହି ଘଟଣାର ତଦନ୍ତ କରି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ସମ୍ବଲପୁର ଅତିରିକ୍ତ ଜିଲ୍ଲା ସେସନ୍ ଜଜ୍‌ ତଥା ସ୍ପେସାଲ କୋର୍ଟ (ପୋକ୍ସୋ) ବିଭିନ୍ନ ଦିଗରୁ ବିଚାର କରି ତାଙ୍କ ରାୟରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ୩୦ବର୍ଷ କାରାଦଣ୍ଡ ସହିତ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା ଦାଖଲ କରିବା ପାଇଁ ଆଦେଶ ଦେଇଛନ୍ତି।

    Share. Facebook Twitter LinkedIn WhatsApp Email
    Previous Articleପ୍ଲାଟଫର୍ମର ସାଧାରଣ ଦ୍ବିତୀୟ ଶ୍ରେଣୀ କୋଚ୍‌ ନିକଟରେ ମିଳିବ ଭୋଜନ, ଓଡ଼ିଶାର ୩ଟି ଷ୍ଟେସନ ସାମିଲ
    Next Article ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
    NewsLaxmi7
    • Website

    Related Posts

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁବନେଶ୍ବର: ଅକ୍ଟୋବର ମାସ ଆରମ୍ଭ ସହିତ ଆସିଯାଇଛି ବାତ୍ୟା ଋତୁ। ସାଧାରଣତଃ ମୌସୁମୀ ଫେରିବା ସମୟରେ ଓଡ଼ିଶାକୁ ବାତ୍ୟା ଭୟ…

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଆୟାର୍ଲାଣ୍ଡ ବିପକ୍ଷ ସିରିଜରେ ମିଳିଲାନି ସୁଯୋଗ, ଟ୍ୱିଟରରେ ନିରାଶା ବ୍ୟକ୍ତ କଲେ ଏହି ଷ୍ଟାର୍ ବ୍ୟାଟର୍

    June 16, 2022

    ପରପାରିରେ ଜଣାଶୁଣା ଅଭିନେତ୍ରୀ ଶ୍ରୀପଦା : କରୋନାରେ ଉଡିଗଲା ପ୍ରାଣବାୟୁ

    May 6, 2021

    ବିଜେପିର ମିସନ କନ୍ଧମାଳ- ୨୦୨୪: ୨୦୦୯ ସଫଳତା ଦୋହରାଇବାକୁ ଖେଳିବ ସ୍ବାମୀ ଲକ୍ଷ୍ମଣାନନ୍ଦ କାର୍ଡ!

    December 29, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.