ରାଜ୍ୟ ସ୍ପେଶାଲ ରିପୋର୍ଟ

ଘନ କୁହୁଡି ବଳୟରେ ଜୟପୁର, ଯାତାୟତ ବାଧାପ୍ରାପ୍ତ

ଜୟପୁର ୨୫/୧୧: ସାରା ରାଜ୍ୟରେ ଆରମ୍ଭ ହୋଇଛି ଶୀତର ପ୍ରକୋପ । ବିଭିନ୍ନ ସ୍ଥାନରେ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହୋଇଛି ଶୀତର ପ୍ରକୋପ ।

ଜୟପୁରରେ ଦେଖିବାକୁ ମିଳିଛି ଘନ କୁହୁଡିର ଆସ୍ତରଣ । ଏବର୍ଷର ପ୍ରଥମ ଘନ କୁହୁଡି ନଜର ଆସିଛି । ଜିଲ୍ଲାକୁ ବିଳମ୍ବରେ ଶୀତ ଆସିବା ସହ କୁହୁଡି ମଧ୍ୟ ବିଳମ୍ବରେ ପଡିଛି । ଘନ କୁହୁଡି ଯୋଗୁଁ ଗାଡି ଚାଳକଙ୍କୁ ଅସୁବିଧାର ସାମ୍ନା କରିବାକୁ ପଡିଛି । ତେବେ ପ୍ରକୃତିର ଏହି ଅପୂର୍ବ ସୌନ୍ଦର୍ଯ୍ୟକୁ ପ୍ରାତଃ ଭ୍ରମଣକାରୀ ମନ ଭରି ଉପଭୋଗ କରିଥିବା ଦେଖିବାକୁ ମିଳିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।