Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Monday, June 5
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଘରୋଇ ସ୍କୁଲରେ ପଢ଼ିବେ ଗରିବ ପିଲା
    ରାଜ୍ୟ

    ଘରୋଇ ସ୍କୁଲରେ ପଢ଼ିବେ ଗରିବ ପିଲା

    NewsLaxmi7By NewsLaxmi7February 16, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    ଭୁବନେଶ୍ବର : ଘରୋଇ ଓଡ଼ିଆ/ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ପଢ଼ିପାରିବେ ଗରିବ ପିଲା। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପାରଦର୍ଶୀ ପୋର୍ଟାଲ www.rteparadarshi.odisha.gov.in ଖୋଲାଯାଇଛି। ଆଗ୍ରହୀ ଯୋଗ୍ୟ ଅଭିଭାବକ ସେମାନଙ୍କ ପିଲାଙ୍କ ନାମଲେଖା ଲାଗି ଫେବ୍ରୁଆରି ୧୩ରୁ ମାର୍ଚ୍ଚ ୧୬ ମଧ୍ୟରେ ଆବେଦନ କରିପାରିବେ। ମାର୍ଚ୍ଚ ୨୦ ସୁଦ୍ଧା ଆବେଦନପତ୍ର ଯାଞ୍ଚ ସରିବ। ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହେବା ପରେ ଖାଲିଥିବା ସିଟ୍‌ରେ ନାମଲେଖା ଲାଗି ଦ୍ବିତୀୟ ପର୍ଯ୍ୟାୟ ଚୟନ ପ୍ରକ୍ରିୟା ଅନୁଷ୍ଠିତ ହେବ।

    ଏପ୍ରିଲ ୧୦ରୁ ୨୪ ମଧ୍ୟରେ ଯୋଗ୍ୟ ଛାତ୍ରଛାତ୍ରୀ ଆବେଦନ କରିପାରିବେ ଏବଂ ୨୬ ତାରିଖ ସୁଦ୍ଧା ଯାଞ୍ଚ ପ୍ରକ୍ରିୟା ଶେଷ ହେବ। ଯେଉଁମାନେ ଆବେଦନ କରିବେ ସେମାନେ ସଙ୍ଗେ ସଙ୍ଗେ ଆବେଦନପତ୍ର ଓ ପରିଚୟପତ୍ରଗୁଡ଼ିକୁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦାଖଲ କରିବାକୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି।

    ୨୦୨୩-୨୪ ଶିକ୍ଷାବର୍ଷରେ ଶିକ୍ଷା ଅଧିକାର ଆଇନ ୨୦୦୯ ଅନୁଯାୟୀ ସାମାଜିକ ଓ ଆର୍ଥିକ ଅନଗ୍ରସର ଶ୍ରେଣୀର ପିଲାଙ୍କ ପାଇଁ ପ୍ରତ୍ୟେକ ବେସରକାରୀ ବିଦ୍ୟାଳୟର ନର୍ସରି/ଏଲ୍‌କେଜି/ପ୍ରଥମ ଶ୍ରେଣୀ ପାଇଁ ୨୫% ସିଟ୍‌ ସଂରକ୍ଷଣ ରହିଛି। ରାଜ୍ୟର ଆର୍ଥିକ ଅନଗ୍ରସର ଶ୍ରେଣୀର ସମସ୍ତ ଅଭିଭାବକ ଏହାର ସୁଯୋଗ ନେବାକୁ ମହାସଂଘ ସଭାପତି ବାସୁଦେବ ଭଟ୍ଟ ଆହ୍ବାନ ଦେଇଛନ୍ତି।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleପୁଲିସ୍‌ ସହ ବିବାଦ ଜୟନାରାୟଣଙ୍କ ଲମ୍ବା ଇତିହାସ
    Next Article ପ୍ୟାରୀ ମହାପାତ୍ରଙ୍କ ଝିଅ କଂଗ୍ରେସରେ ଯୋଗଦେଲେ
    NewsLaxmi7
    • Website

    Related Posts

    ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ

    June 2, 2023

    ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ

    June 2, 2023

    ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ

    June 2, 2023

    ସଅଳ ହେବ ସ୍ନାନପୂର୍ଣ୍ଣିମା ନୀତିକାନ୍ତି: ଶ୍ରୀବିଗ୍ରହ ସମ୍ମୁଖରେ ଛିଡ଼ା‌ହେବେନି ସେବକ

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଶେଷ ସପ୍ତାହରୁ ଯୁକ୍ତ ୨ ମୂଲ୍ୟାୟନ

    May 17, 2022

    ଆସୁଛି ଦୁଇଟି ଲଘୁଚାପ, ୧୫ ଯାଏଁ ପ୍ରବଳ ବର୍ଷା

    July 6, 2022

    କଳିଙ୍ଗନଗରରେ ଏନ୍‌ଆଇଏମ୍‌ଜେଡ୍‌ ପ୍ରତିଷ୍ଠା ନୋହିଲା

    December 10, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.