ଦେଶ ବିଦେଶ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲର ମନମାନି, ଆମରଣ ଅନଶନରେ ଅଭିଭାବକ ସଂଘ

ବଲାଙ୍ଗୀର ୧୮।୦୩ : ଆମରଣ ଅନଶନରେ ଅଭିଭାବକ l ଘରୋଇ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଆମରଣ ଅନଶନରେ ବସିଛନ୍ତି l ଘରୋଇ ସ୍କୁଲର ମନମାନି ନେଇ ଧାରଣ ଦେଇଛନ୍ତି ଅଭିଭାବକ ସଂଘ ।

ବଲାଙ୍ଗୀର ଜିଲ୍ଲାରେ ଘରୋଇ ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ମହାମାରୀ ଲାଗି ଫିସ୍‌ ବୃଦ୍ଧି ସହ ବହି କିଣା ଏବଂ ଆଡମିଶନ ଉପରେ କିଛିଟା କଡ଼ା ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । କିନ୍ତୁ ସରକାରୀ ନିୟମକୁ ଯେମିତି ଖାତିର ନାହିଁ । ଏପରିକି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ମାନୁନାହାନ୍ତି ଘରୋଇ ସ୍କୁଲ । ଏନେଇ ଆଜି ଜିଲ୍ଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନରେ ବସିଛନ୍ତି ଅଭିଭାବକ ସଂଘ । ଯଦି ଜିଲ୍ଲାପାଳ ଘଟଣାରେ କାର୍ଯ୍ୟାନୁଷ୍ଠାନ ନନେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଅଭିଭାବକ ସଂଘ କହିଛି । ଏପିରିକି ଅନଶନରେ କାହାର ଜୀବନ ଚାଲିଗଲେ ବି ଆନ୍ଦୋଳନରୁ ହଟିବୁ ନାହିଁ ବୋଲି ସଂଘ ଚେତାବନୀ ଦେଇଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି