ଅପରାଧ ରାଜ୍ୟ

ଘର ଭିତରୁ ୪୦ ବର୍ଷୀୟ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଉରକେଲା: ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଡ଼ରୁଆଁ ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଘରୁ ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ପ୍ରହଲ୍ଲାଦ କୁଅଁର। ତାଙ୍କୁ ୪୦ ବର୍ଷ ବୟସ। ତେବେ ଏ ପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର କାରଣ ଆସ୍ପଷ୍ଟ ରହିଛି। ପ୍ରାଥମିକ ତଦନ୍ତରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ଲହୁଣୀପଡ଼ା ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।