ଖେଳ

ଚାନୁଙ୍କୁ ମିଳିପାରେ ସ୍ୱର୍ଣ୍ଣ, ଚୀନ୍‌ ଭାରତ୍ତୋଳକ ଝି-ହୁଇଙ୍କ ହେବ ଆଣ୍ଟି ଡୋପିଂ ଟେଷ୍ଟ

ଟୋକିଓ ୨୬/୭: ମୀରାବାଈ ଚାନୁଙ୍କୁ ମିଳିପାରେ ସ୍ବର୍ଣ୍ଣ ପଦକ । ସ୍ବର୍ଣ୍ଣ ପଦକ ବିଜୟିନୀ ଝିହୁଇ ହୋଙ୍କର ହେବ ଆଣ୍ଟି ଡୋପିଂ ଟେଷ୍ଟ । ରିପୋର୍ଟ ପଜିଟିଭ ଆସିଲେ ଚାନୁଙ୍କୁ ମିଳିବ ସ୍ବର୍ଣ୍ଣ ପଦକ । ଏନେଇ ଜାତୀୟ ଗଣମାଧ୍ୟମ ଏଏନ୍‌ଆଇରେ ଖବର ପ୍ରକାଶ ପାଇଛି ।

ଚାଇନାର ଭାରୋତ୍ତୋଳକ ଜିହୁଇ ହୋ ଯିଏକି ଟୋକିଓ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତିଥିଲେ । ହେଲେ ସେ ଏବେ ଆଣ୍ଟି ଡୋପିଂ ଟେଷ୍ଟର ସମ୍ମୁଖୀନ ହୋଇପାରନ୍ତି । ଯଦି ସେ ପରୀକ୍ଷାରେ ବିଫଳ ହୁଅନ୍ତି, ତେବେ ନିୟମ ଅନୁଯାୟୀ ଭାରତର ମିରବାଇ ଚାନୁଙ୍କୁ ସ୍ୱର୍ଣ୍ଣ ପ୍ରଦାନ କରାଯିବ । ଗତ ଶନିବାର ଝି ହୁଇ ୨୧୦ କିଲୋଗ୍ରାମ ଭାରତ୍ତୋଳନରେ ସୁନା ଜିତି ଅଲିମ୍ପିକ୍ସରେ ନୂତନ ରେକର୍ଡ ସୃଷ୍ଟି କରିଥିଲେ ।

NewsLaxmi7

About Author

You may also like

ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ
ଖେଳ

ଚେନ୍ନାଇର ଏହି ପାଞ୍ଚ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ ଚଳିତ ଆଇପିଏଲ

ନୂଆଦିଲ୍ଲୀ ୨୩।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ ୨୦୨୦)କୁ ଏକ ମାସ ବିତିଗଲାଣି। କିଛି ଖେଳାଳି ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କିଛି ଖେଳାଳି ନିଜର ସାମର୍ଥ୍ୟ