ଅପରାଧ ରାଜ୍ୟ

ଚାଷ ଜମିରୁ ମିଳିଲା ଅଜଣା ମୃତଦେହ, ହତ୍ୟା ନା ଆଉ କିଛି ?

ଚଣ୍ଡିଖୋଲ ୧୭।୦୭ : ଚାଷ ବିଲରୁ ଯୁବକଙ୍କ ମୃତଦେହ ଠାବ । ଏଯାଏଁ ମିଳିନି ମୃତକଙ୍କ ପରିଚୟ । ଯାଜପୁର ଜିଲ୍ଲା ବଡ଼ଚଣା ଥାନା ବନ୍ଦାଳ ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ରବିବାର ସକାଳ ସମୟରେ ବିଲ ଭିତରେ ମୃତଦେହଟି ଭାସୁଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହାପରେ ତୁରନ୍ତ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ବଡଚଣା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ଏହାସହିତ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।