Subscribe to Updates

    Get the latest creative news from FooBar about art, design and business.

    What's Hot

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023
    Facebook Twitter Instagram
    Trending
    • ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି
    • ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର
    • ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା
    • ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ
    • ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ
    • ବଦଳିବ ଭିତରକନିକାର ରୂପରେଖ
    • କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦
    • ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ
    Monday, May 29
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ଚାୱଲା ଗଣଦୁଷ୍କର୍ମ ଓ ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିବା ନେଇ ସୁପ୍ରିମକୋର୍ଟ ଅର୍ଡରକୁ ଚ୍ୟାଲେଞ୍ଜ କରିବେ ଦିଲ୍ଲୀ ସରକାର
    ଅପରାଧ

    ଚାୱଲା ଗଣଦୁଷ୍କର୍ମ ଓ ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିବା ନେଇ ସୁପ୍ରିମକୋର୍ଟ ଅର୍ଡରକୁ ଚ୍ୟାଲେଞ୍ଜ କରିବେ ଦିଲ୍ଲୀ ସରକାର

    NewsLaxmi7By NewsLaxmi7November 21, 2022No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ନୂଆଦିଲ୍ଲୀ: ଦିଲ୍ଲୀ ଚାୱଲା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ୩ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଥିଲେ ସୁପ୍ରିମକୋର୍ଟ। ଏବେ ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରିବେ ଦିଲ୍ଲୀ ସରକାର। ଏହି ମାମଲାରେ ଏକ ରି-ଭିୟୁ ପିଟିସନ ଦାଖଲ କରିବାକୁ ଆମ ଆଦ୍‌ମୀ ପାର୍ଟି ଦିଲ୍ଲୀ ଉପରାଜ୍ୟପାଳ ଭିକେ ସକ୍ସେସନାଙ୍କ ଅନୁମତି ମାଗିଥିଲା। ଆଜି ଉପରାଜ୍ୟପାଳ ଆପ୍‌ର ଏହି ଅନୁରୋଧକୁ ଅନୁମତି ଦେଇଛନ୍ତି।

    ଉପରାଜ୍ୟପାଳ ପୀଡ଼ିତାଙ୍କ ପରିବାରକୁ ଭେଟିଥିଲେ। କୋର୍ଟଙ୍କ ବିଚାରରେ ଭାଙ୍ଗିପଡ଼ିଥିବା ପୀଡ଼ିତାଙ୍କ ପରିବାର ରାଜ୍ୟପାଳଙ୍କ ପାଖରେ ଦୁଃଖ ଜଣାଇଥିଲେ। ଏଥିସହିତ ସୁରକ୍ଷା ପାଇଁ ମଧ୍ୟ ଦାବି କରିଥିଲେ। ଏସବୁ ଜାଣିବା ପରେ ଆଜି ସକାଳେ ଆପ୍‌ର ରିଭିୟୁ ପିଟିସନ ଦାଖଲ ଆବେଦନକୁ ଅନୁମତି ଦେଇଛନ୍ତି ଉପରାଜ୍ୟପାଳ।

    ଏହି ମାମଲାରେ ସରକାରୀ ଓକିଲ ତୁଷାର ମେହେଟ୍ଟା ଓ ଅତିରିକ୍ତ ସଲିସିଟର ଜେନେରାଲ୍ ଐଶ୍ୱର୍ଯ୍ୟା ଭଟ୍ଟି ଦିଲ୍ଲୀ ସରକାରଙ୍କ ପକ୍ଷରୁ ମାମଲା ଲଢିବେ। ନିର୍ଭୟା କେସ୍‌ ପୂର୍ବରୁ ୨୦୧୨ ଫେବ୍ରୁଆରୀରେ ୩ ଅଭିଯୁକ୍ତ ଦିଲ୍ଲୀ ଚାୱଲା ଏରିଆରେ ଜଣେ ୧୯ ବର୍ଷୀୟ ଯୁବତୀଙ୍କୁ ଅପହରଣ ସହ ଦୁଷ୍କର୍ମ କରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଘଟଣାର ୩ ଦିନ ପରେ ଯୁବତୀଙ୍କ କ୍ଷତବିକ୍ଷତ ମୃତଶରୀର ହରିୟାଣର ଏକ ଜମିରୁ ଉଦ୍ଧାର କରାଯାଇଥିଲା।

    ଏହି ମାମଲାରେ ବିଚାର କରି ୨୦୧୪ ଫେବ୍ରୁଆରୀରେ ଦିଲ୍ଲୀ କୋର୍ଟ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡ ଦେଇଥିଲେ। ସେହି ବର୍ଷ ଅଗଷ୍ଟ ୨୬ ତାରିଖରେ ମୃତ୍ୟୁ ଦଣ୍ଡ ଉପରେ ମୋହର ଲାଗିଥିଲା।

    ଏହାପରେ ଅଭିଯୁକ୍ତମାନେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ସେମାନଙ୍କର ଅପରାଧକୁ କମ କରିବାକୁ କୋର୍ଟରେ ଆବେଦନ କରିଥିଲେ ଅଭିଯୁକ୍ତ। ଏହି ମମଲାର ବିଚାର କରି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ୟୁ ୟୁ ଲଳିତ, ଜଷ୍ଟିସ ଏସ୍ ରବିନ୍ଦ୍ର ଭଟ ଏବଂ ବେଲା ଏମ୍‌ ତ୍ରିବେଦୀଙ୍କ ଖଣ୍ଡପୀଠ ନଭେମ୍ବର ୭ରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କରିଥିଲେ।

    ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ ଠୋସ୍ ପ୍ରମାଣ ଦେବାରେ ବିଫଳ ହୋଇଥିବାରୁ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ ସୁପ୍ରିମକୋର୍ଟ। ସର୍ବୋଚ୍ଚ ଅଦାଲତଙ୍କର ଏହି ନିର୍ଦ୍ଦେଶରେ ଭାଙ୍ଗିପଡିଥିଲେ ପୀଡ଼ିତାଙ୍କ ପରିବାର। ପ୍ରତିକ୍ରିୟା ଦେଇ ଝିଅର ବାପା କହିଥିଲେ “ଆମେ ଆମର ନ୍ୟାୟଗତ ଲଢ଼େଇ ଜାରି ରଖିବୁ।”

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleବାଜା,ଡିଜେ ଓ ନୃତ୍ୟରେ ଶତାୟୁଙ୍କୁ ଶେଷବିଦାୟ
    Next Article ମାଙ୍ଗାଲୁରୁ ଅଟୋରିକ୍ସା ବ୍ଲାଷ୍ଟ୍ ଘଟଣା; ବିସ୍ଫୋରଣକାରୀକୁ ଚିହ୍ନଟ କଲା ପୋଲିସ, ଆଇଏସଆଇ ଲିଙ୍କ୍‌ରେ ଥିଲା ଅଭିଯୁକ୍ତ ମହମ୍ମଦ ସରିକ୍
    NewsLaxmi7
    • Website

    Related Posts

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢଉ

    May 29, 2023

    ଶ୍ରୀନଗରରେ ଲଣ୍ଡନ୍‌ର ‘ୱାକିଙ୍ଗ୍‌ ମାର୍କେଟ୍‌’ ସଦୃଶ ‘ପୋଲୋଭ୍ୟୁ ମାର୍କେଟ୍‌’ ଉଦ୍‌ଘାଟନ କଲେ ଉପରାଜ୍ୟପାଳ ମନୋଜ ସିହ୍ନା

    May 13, 2023

    ପ୍ୟାକ୍ସ ନିର୍ଦ୍ଦେଶକ ସୁରଥ ବଗର୍ତ୍ତୀଙ୍କୁ ହତ୍ୟା, ପିଟିପିଟି ମାରିଦେଲେ ଦୁର୍ବୃତ୍ତ

    May 13, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଅପରାଧ

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ନିଶ୍ଚିନ୍ତକୋଇଲି : ବାଲିଘାଟକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶନିବାର ବିଳମ୍ବିତ ରାତିରେ ଏକ…

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ତେଲେଙ୍ଗାନାକୁ ବ୍ୟାପିଲା ‘ଓମିକ୍ରନ୍‌’; ହାଇଦ୍ରାବାଦରେ ଦୁଇଟି ସଂକ୍ରମଣ ଚିହ୍ନଟ

    December 15, 2021

    ଅଭିନୟ ଦୁନିଆରୁ ସନ୍ୟାସ ନେଲେ ଆମୀର ଖାନଙ୍କ ଭଣଜା ତଥା ବଲିଉଡ୍‌ ଅଭିନେତା ଇମ୍ରାନ ଖାନ

    November 18, 2020

    ସରକାରୀ ଆୟୁର୍ବେଦିକ ମେଡିକାଲ କଲେଜରେ ପୂରଣ ହେବ ୨୯ ପଦବି, ଓପିଏସ୍‌ସିକୁ ପତ୍ର ଲେଖିଲା ସ୍ବାସ୍ଥ୍ୟ ବିଭାଗ

    January 17, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.