Subscribe to Updates

    Get the latest creative news from FooBar about art, design and business.

    What's Hot

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023
    Facebook X (Twitter) Instagram
    Trending
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    • ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
    • ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ
    • ‘ସମ୍ବାଦ ଭବନ’ରେ ସମ୍ପାଦକଙ୍କୁ ସ୍ବାଗତ
    • ରୋଗରେ ଅସ୍ତବ୍ୟସ୍ତ ଓଡ଼ିଶା: ଚିନ୍ତା ବଢ଼ାଇଲାଣି ସ୍କ୍ରବ୍ ଟାଇଫସ୍, ଡେଙ୍ଗୁ ଓ ଭାଇରାଲ୍ ଜ୍ବର
    • ୨୦୨୪ ସାଧାରଣ ନିର୍ବାଚନ କସରତ: ବଦଳିବ ବିଜେପିର ଟିକେଟ୍‌ ଫର୍ମୁଲା
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ଜମିଜମା ବିବାଦରୁ ଭାଇକୁ ଶାବଳରେ ପିଟି ହତ୍ୟା
    ଅପରାଧ

    ଜମିଜମା ବିବାଦରୁ ଭାଇକୁ ଶାବଳରେ ପିଟି ହତ୍ୟା

    NewsLaxmi7By NewsLaxmi7July 29, 2023Updated:July 29, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଦିଗପହଣ୍ଡି: ପାରିବାରିକ କଳହର କରୁଣ ପରିଣତି। ଭାଇକୁ ହତ୍ୟା କଲା ଭାଇ। ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗୀ ପଞ୍ଚାୟତ ବାସୁଦେବପୁର ଗ୍ରାମରେ ବଡ଼ବାପା ପୁଅ ଭାଇ ମାଡ଼ରେ ଦାଦାପୁଅ ଭାଇର ମୃତ୍ୟୁ। ମୃତକ ହେଲେ କଂସ ପ୍ରଧାନଙ୍କ ପୁଅ କୁଲୁ ପ୍ରଧାନ(୨୫)।ସୂଚନା ଅନୁଯାୟୀ, ଜମିଜମା ବିବାଦକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ସହ ଗଣ୍ଡଗୋଳ ହୋଇଥିଲା। ପରେ ବଡ଼ବାପା ପୁଅ ଭାଇ କୁଲୁ ପ୍ରଧାନକୁ ଶାବଳରେ ଆକ୍ରମଣ କରିଥିଲା। ଏହାଫଳରେ କୁଲୁର ମୁଣ୍ଡ ପଛ ପଟେ ଶକ୍ତ ଆଘାତ ଲାଗିଥିଲା। ତାକୁ ଗୁରୁତର ଅବସ୍ଥାରେ ଆଡ଼ପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର କୁଲୁକୁ ମୃତ ଘୋଷଣା କରିଥିଲେ। ଏହାପରେ ଘଟଣାସ୍ଥଳ ଏବଂ ମେଡିକାଲରେ ପାଟପୁର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କୁଲୁ ଖଲିଙ୍ଗୀ ବସଷ୍ଟାଣ୍ଡରେ ପରିବା ଦୋକାନ କରିଥିଲେ।

    Share. Facebook Twitter LinkedIn WhatsApp Email
    Previous Articleପଦ ବଜାୟ ରଖିଲେ ବୈଜୟନ୍ତ ପଣ୍ଡା: ପୁଣି ଜେ ପି ନଡ୍ଡାଙ୍କ ନୂଆ ଟିମରେ ସ୍ଥାନ ପାଇଲେ
    Next Article ‘ୟୁଏଇ’ରେ ଲଟେରି ଜିଣିଲେ ଉତ୍ତର ପ୍ରଦେଶ ବ୍ୟକ୍ତି: ୨୫ ବର୍ଷ ଯାଏଁ ପାଇବେ ମାସିକ ୫.୫ ଲକ୍ଷ ଟଙ୍କା
    NewsLaxmi7
    • Website

    Related Posts

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    ରାଜନଗର: ପୋଖରୀକୁ ପଶି ଆସି ଆତଙ୍କ ସୃଷ୍ଟି କରିଥିବା ୧୪ ଫୁଟର କୁମ୍ଭୀର ଶେଷରେ ଧରା ପଡିଛି। ଦୀର୍ଘ ୫…

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ, ଡାକ୍ତର ମରୁଡି ଯୋଗୁଁ ତେଜିଲା ଅସନ୍ତୋଷ

    July 26, 2022

    ଉଜ୍‌ବେକିସ୍ତାନରେ ନଟରାଜଙ୍କୁ ଦ୍ବିତୀୟ ସ୍ବର୍ଣ୍ଣ, ଦୁଇ ଦିନରେ ୩ ଥର ଜାତୀୟ କୀର୍ତ୍ତିମାନ ଭାଙ୍ଗିଲେ ୨୯ ପଦକ ସହ ଭାରତର ଅଭିଯାନ ଶେଷ

    April 19, 2021

    କୋଭିଡ୍ ଟିକାକୁ ନେଇ କାନାଡାରେ ହଙ୍ଗାମା, ପରିବାର ସହିତ ସିକ୍ରେଟ୍ ସ୍ଥାନକୁ ଚାଲିଗଲେ ପ୍ରଧାନମନ୍ତ୍ରୀ; ହାଇଆଲର୍ଟ ଜାରି

    January 30, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.