Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Friday, June 2
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ମନୋରଞ୍ଜନ»ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    ମନୋରଞ୍ଜନ

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    NewsLaxmi7By NewsLaxmi7May 26, 2023Updated:May 26, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    କଟକ : ରାଜ୍ୟରେ ଚାଲିଥିବା ଜମିଜମା ଇ-ରେଜିଷ୍ଟ୍ରେସନ୍‌ ବା ପଞ୍ଜୀକରଣ ବ୍ୟବସ୍ଥାରେ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ଭିଡ଼ ସମସ୍ୟା ଦୂର କରିବା ଲାଗି ଏଣିକି ଅନ୍‌ ଲାଇନ୍‌ ସ୍ଲଟ୍ ବୁକିଂ କରିବାକୁ ପଡ଼ିବ। ମିଳିଥିବା ସମୟ ଅନୁଯାୟୀ ଜମି ପଞ୍ଜୀକରଣ ‌ହେବ।

    ଆଇଜିଆର (ଇନ୍‌ସପେକ୍ଟର ଜେନେରାଲ ଅଫ୍‌ ରେଜିଷ୍ଟେ୍ରସନ୍‌)ଙ୍କ ପକ୍ଷରୁ ଆଜି ସଂପର୍କରେ ଘୋଷଣା କରାଯାଇଛି। ଘୋଷଣା ଅନୁଯାୟୀ ଏଣିକି ଜମି କିଣାବିକା ବା ଯେକୌଣସି ସେଲ୍‌ ଡିଡ୍‌ ବା ପଞ୍ଜୀକରଣ ପାଇଁ ସବ ରେଜିଷ୍ଟ୍ରାର ଅଫିସରେ ଭିଡ଼ ଲଗାଇବାର ଆବଶ୍ୟକତା ରହିବ ନାହିଁ। ଜମି କିଣାବିକା ପାଇଁ ଅନଲାଇନ୍‌ରେ ଆଗୁଆ ସ୍ଲଟ୍‌ ବୁକିଂ କରିବାକୁ ପଡ଼ିବ। ସ୍ଲଟ୍‌ରେ ମିଳିଥିବା ସମୟ ଅନୁସାରେ ଜମି ପଞ୍ଜୀକରଣ ହେବ। ଅନଲାଇନ୍‌ରେ ପୂର୍ବରୁ ପଞ୍ଜୀକରଣ କରି ସ୍ଲଟ୍ ନେଇ ନଥିଲେ ଜମି କିଣାବିକା ପାଇଁ ଅନୁମତି ମିଳିବ ନାହିଁ। ବିଶେଷ କ୍ଷେତ୍ରରେ ଅନଲାଇନ୍‌ରେ ପଞ୍ଜୀକରଣ କରାଇ ତତ୍‌କାଳ ସୁବିଧା ବା ସ୍ଲଟ୍‌ ଦିଆଯିବାର ବ୍ୟବସ୍ଥା ବି ରହିବ ବୋଲି ଆଇଜିଆରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଭଳି ନିୟମ କାର୍ଯ୍ୟକାରୀ କରିବାରେ ଓଡ଼ିଶା ପ୍ରଥମ ରାଜ୍ୟ ହେବାକୁ ଯାଉଛି।

    ଅନ୍ୟପଟେ ଜଣେ ବ୍ୟକ୍ତି ବିଶ୍ବର ‌ଯେକୌଣସି ସ୍ଥାନରେ ଥିଲେ ବି ତାର ଜମିଜମା କିଣାବିକା ପଞ୍ଜୀକରଣ ପାଇଁ ଅନ୍‌ଲ‌ାଇନ୍‌ରେ ଆବେଦନ କରିପାରିବେ। ନାମ ପଞ୍ଜୀକରଣ କରି ସ୍ଲଟ ନେଇପାରି‌ବେ। ମିଳିଥିବା ସ୍ଲଟ୍ ଅନୁଯାୟୀ ସେହି ନିର୍ଦିଷ୍ଟ ଦିନ ବା ସମୟରେ ସବ ରେଜିଷ୍ଟ୍ରାର ଅଫିସ ଆସି ସେମାନଙ୍କ ପଞ୍ଜୀକରଣ କରାଇପାରିବେ। ଅନ୍‌ଲାଇନ୍‌ ବ୍ୟବସ୍ଥାରେ ‌ପଞ୍ଜୀକରଣ କରୁଥିବା ବ୍ୟକ୍ତିଙ୍କ ସଂପର୍କରେ ଅଧିକାରୀମାନେ କାଗଜପତ୍ର ଯାଞ୍ଚ କରିବାକୁ ପର୍ଯ୍ୟାପ୍ତ ସମୟ ପାଇବେ। ଫଳରେ ଜାଲିଆତି କରି ଜମି କିଣାବିକା ଉପରେ ମଧ୍ୟ ଏହାଦ୍ବାରା ଅଙ୍କୁଶ ଲାଗି ପାରିବ। ଜନସାଧାରଣଙ୍କୁ ନିର୍ବିଘ୍ନରେ ଜମି କିଣାବିକା ସେବା ପ୍ରଦାନ କରିବା ଓ ପଞ୍ଜୀକରଣ ବ୍ୟବସ୍ଥାରେ ସ୍ବଚ୍ଛତା ରକ୍ଷା କରିବାକୁ ଏଭଳି ଏକ ପ୍ରୟାସ କରାଯାଇଛି। ଏବେ ‌ରାଜ୍ୟର ୨୦୫ଟି ରେଜିଷ୍ଟ୍ରେସନ୍‌ କେନ୍ଦ୍ରରେ ଅନଲାଇନ୍‌ ସ୍ଲଟ ବୁକିଂ କରାଯାଉଛି। ଏହାକୁ ନେଇ ବିଧିବଦ୍ଧ ଗେଜେଟ୍ ମଧ୍ୟ ପ୍ରକାଶ କରାଯାଇଛି। ମେ ୨୩ ତାରିଖ ଦିନ ଏ ନେଇ ଓଡ଼ିଶା ଗେଜେଟ୍‌ରେ ଏ ସଂପର୍କିତ ନିୟମ ଓ ସୂଚନା ଜାରି କରାଯାଇଛି।

    Share. Facebook Twitter LinkedIn WhatsApp Email
    Previous Articleସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    Next Article ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    NewsLaxmi7
    • Website

    Related Posts

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଜାତୀୟ ଯୋଗାସନ ପ୍ରତିଯୋଗିତା ମମତାଙ୍କୁ ସ୍ବର୍ଣ୍ଣ

    November 19, 2020

    ଗ୍ୟାଲେକ୍ସି ସିନେମା ହଲ୍‌ ସିଲ୍‌, ବିନା ଲାଇସେନ୍ସରେ ଚାଲୁଥିଲା

    May 10, 2022

    ଜାଣନ୍ତୁ ଆଜିର ରାଶିଫଳ

    April 17, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.