ଦେଶ ବିଦେଶ

ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଜଳସେଚନ ବିଭାଗର ସମୀକ୍ଷା କରିବା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ପ୍ରତିକ୍ରିୟା ଦେଇ କହିଛନ୍ତି, ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ଦୁର୍ବଳ ନଦୀ ବନ୍ଧ ଗୁଡ଼ିକ ଅଧିକ ସୁଦୃଢ କରିବା ଓ ସେଥିପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ନିୟନ୍ତ୍ରଣ କକ୍ଷକୁ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଅଫିସରମାନଙ୍କୁ ପ୍ରସ୍ତୁତ ରଖିବାକୁ ବି କୁହାଯାଇଛି। ତହସିଲଦାର ଏବଂ ଆମ ବିଭାଗ ଦୁର୍ବଳ ନଦୀବନ୍ଧ ଗୁଡିକର ତଦାରଖ କରୁଛନ୍ତି।

ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମେଗା ଲିଫ୍ଟ, ମାଇନର ଲିଫ୍ଟ ଇରିଗେଶନ ଏବଂ ଡିପ ବୋରୟଲ ଗୁଡିକ ଶୀଘ୍ର ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଇସ୍ତାହାର ଦିଆଯାଇଥିବା ପ୍ରତିଶ୍ରୁତି ଦିଗରେ କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ