ଦେଶ ବିଦେଶ ଧର୍ମ ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ


ମେଷ: ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରିବେ। କୌଣସି ନୂଆ ଦାୟିତ୍ବ ଆପଣ ଅତିଶୀଘ୍ର ପାଇବେ। ପ୍ରେମିକା ସହ ଲାଗି ରହିଥିବା ମନାନ୍ତର ଦୂର ହେବ।

ବୃଷ: ସନ୍ତାନ ଆପଣଙ୍କୁ ଶୁଭ ଖବର ଦେବେ। ଆପଣ ଲୋକମାନଙ୍କର ସହଯୋଗ ପାଇବେ। ରଚନାତ୍ମକ କାର୍ଯ୍ୟରେ ଆପଣଙ୍କୁ ସୁନାମ ମିଳିବ।

ମିଥୁନ: ପରିବାର ସହ ଅଧିକ ସମୟ ଅତିବାହିତ କରିବେ। ଖର୍ଚ୍ଚ ବୃଦ୍ଧି ହେତୁ ଚିନ୍ତିତ ରହିବେ। ଛାତ୍ରଛାତ୍ରୀଙ୍କର ଧ୍ୟାନ ପାଠପଢ଼ାରେ ଲାଗି ରହିବ।

କର୍କଟ: ବନ୍ଧୁ ସହ ସାକ୍ଷାତ ହେବ। ପରିବାରର ବିବାଦଠୁଁ ଦୂରରେ ରହିବାକୁ ଚେଷ୍ଟା କରନ୍ତୁ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ତିଆରି କରିବେ।

ସିଂହ: କାର୍ଯ୍ୟକ୍ଷେତ୍ରରେ ଉତ୍ତମ କାମ କରିବେ। ନିଜ କାମରେ ଅଧିକ ପାଣ୍ଠି ଲଗାଇପାରନ୍ତି। କିଣାବିକା ବେଳେ ସାବଧାନତା ଅବଲମ୍ବନ କରନ୍ତୁ।

କନ୍ୟା: ସମାଜସେବା କ୍ଷେତ୍ରରେ ଥିବା ଲୋକଙ୍କ ଆୟବୃଦ୍ଧି ହେବ। ବନ୍ଧୁ ସାହାଯ୍ୟରେ ଆପଣଙ୍କ ଯୋଜନା ସଫଳ ହେବ। ବ୍ୟବସାୟରେ ମନ ମୁତାବକ ସଫଳତା ପାଇବେ।

ତୁଳା: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଚେଷ୍ଟା କରିବେ। ଅଫିସରେ କାମର ବୋଝ ଅଧିକ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପ୍ରେମ ସଂପର୍କ ନିବିଡ଼ ହେବ।

ବିଛା: ସରକାରୀ ଚାକିରିଆଙ୍କ ଲାଗି ପଦୋନ୍ନତି ଯୋଗ ରହିଛି। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ।

ଧନୁ: କୌଣସି ବ୍ୟକ୍ତିଙ୍କ ଠାରୁ ଆଶାଠୁଁ ଅଧିକ ଲାଭ ପାଇବେ। ରାଜନୀତିରେ ମହତ୍ବାକାଂକ୍ଷା ପୂରା ହେବ। ମୁରବିଙ୍କ ପରାମର୍ଶ ଫଳପ୍ରଦ ସାବ୍ୟସ୍ତ ହେବ।

ମକର: ଆପଣଙ୍କ ସ୍ବାର୍ଥ ସପକ୍ଷରେ ଜୀବନରେ ପରିବର୍ତ୍ତନ ହେବ। ଅଫିସରେ ପଦୋନ୍ନତି ଯୋଗ ରହିଛି। ବ୍ୟବସାୟରେ ଯଥେଷ୍ଟ ଲାଭ ‌ପାଇବେ।

କୁମ୍ଭ: ପୂଜାପାଠରେ ଅଧିକ ସମୟ ବିତିବ। ଭାବିଥିବା କାମ ସଂପୂର୍ଣ୍ଣ ହେବ। ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ। ବୈବାହିକ ଜୀବନ ଖୁସି ଭରା ରହିବ।

ମୀନ: କାମ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ। ଅର୍ଥ ସମ୍ବନ୍ଧରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଭାଗ୍ୟ ଉପରେ ସଂପୂର୍ଣ୍ଣ ଭରସା ନକରି ପରିଶ୍ରମ କରନ୍ତୁ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ