ରାଜ୍ୟ ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ


ମେଷ: କଳାତ୍ମକ କାର୍ଯ୍ୟରେ ରୁଚି ବଢ଼ିବ। ଅଫିସରେ ନୂଆ କାମ ମିଳିପାରେ। ଧୈର୍ଯ୍ୟଧରି ରହି ପାରିଲେ ସଫଳତା ପାଇବେ।

ବୃଷ: ଆପଣ କୌଣସି ଶୁଭ ଖବର ପାଇବେ। ସ୍ଥଗିତ ଥିବା କାମରେ ସଫଳତା ମିଳିବ। ବେପାରରେ ଆଶାଠୁଁ ଅଧିକ ଲାଭ ପାଇବେ।

ମିଥୁନ: ବୈବାହିକ ଜୀବନ ଭଲ ରହିବ। ପରିବାର ମଧ୍ୟରେ ଆନନ୍ଦ ଉଲ୍ଲାସ ଦେଖାଦେବ। ଧନ ସମ୍ବନ୍ଧୀୟ ଚିନ୍ତା ଦୂର ହେବ।

କର୍କଟ: ବନ୍ଧୁ ସହ ବୁଲି ଯିବାର ଯୋଜନା କରିବେ। ଜୀବନସାଥୀଙ୍କ ସହ ଦୀର୍ଘ ସମୟ ଧରି କଥାବାର୍ତ୍ତା କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭ ହେବ।

ସିଂହ: ସ୍ୱାସ୍ଥ୍ୟ ନେଇ ସତର୍କ ରୁହନ୍ତୁ। ଆର୍ଥିକ ମାମଲାରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସନ୍ଧ୍ୟା ସୁଦ୍ଧା କୌଣସି ଶୁଭ ଖବର ପାଇବେ। ବିବାହିତଙ୍କ ଲାଗି ଦିନଟି ଭଲ ରହିବ।

କନ୍ୟା: ବୁଝିସୁଝି ବେପାରରେ ନିବେଶ କରନ୍ତୁ। ଅଫିସ କାମରେ ବାଧା ଦୂର ହେବ। ପରିବାରରେ ହର୍ଷ ଉଲ୍ଲାସର ବାତାବରଣ ରହିବ।

ତୁଳା: ସବୁ କାମ ମନମୁତାବକ ପୂରା ହେବ। ପୁରୁଣା ବନ୍ଧୁ ସହ ସାକ୍ଷାତ ହେବ। ବେପାରରେ ଅଚାନକ ଧନଲାଭର ଅବସର ପାଇବେ।

ବିଛା: କାରବାରରେ ଧନଲାଭ ହୋଇପାରେ। କ୍ୟାରିୟରର ଦିଗ ବଦଳିବ। ପରିବାର ଲୋକଙ୍କ ସହ ଭଲ ସାମଞ୍ଜସ୍ୟ ରହିବ।

ଧନୁ: କିଛି ଲୋକଙ୍କ ଠାରୁ ସାହାଯ୍ୟ ପାଇବେ। କୌଣସି ଉଦ୍ୟୋଗରେ ଚାକିରି ପାଇଁ ସୁଯୋଗ ଆସିବ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ।

ମକର: କାମରେ ବାପାମାଆଙ୍କ ସହଯୋଗ ପାଇବେ। ଜୀବନସାଥୀ ଆପଣଙ୍କ ଭାବନାକୁ ସମ୍ମାନ କରିବେ। ନୂଆ ଉତ୍ସରୁ ଅଚାନକ ଧନଲାଭ ହେବ।

କୁମ୍ଭ: ଆର୍ଥିକ ସ୍ଥିତି ଚିନ୍ତାଜନକ ରହିବ। ଚାକିରିଆଙ୍କ ଲାଗି ଉନ୍ନତିର ନୂଆ ରାସ୍ତା ଖୋଲିବ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ।

ମୀନ: ଆପଣଙ୍କ ଶକ୍ତିର ସ୍ତର ଭଲ ରହିବ। ବାପାମାଆଙ୍କ ସହ କୌଣସି ଧର୍ମାନୁଷ୍ଠାନକୁ ଯିବେ। କର୍ମଜୀବୀ ମହିଳା ନୂଆ ପ୍ରକଳ୍ପରେ କାମ କରିବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।