ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ


ମେଷ: ଆଗକୁ ବଢ଼ିବା ଲାଗି ଭାଗ୍ୟର ସହଯୋଗ ପାଇବେ। ବଡ଼ କ˚ପାନିରେ ଚାକିରିର ସୁଯୋଗ ଆସିବ। ମହିଳାଙ୍କର ଉପନ୍ୟାସ କବିତା ଆଦିରେ ରୁଚି ବଢ଼ିବ।

ବୃଷ: ଯାହା ବି କାମ କରିବେ ସଫଳତା ପାଇବେ। ଆର୍ଥିକ ସ୍ଥିତି ଉତ୍ତମ ରହିବ। ଆପଣଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିପାରେ। ପାରିବାରିକ ଜୀବନ ସୁଖକର ହେବ।


ମିଥୁନ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ପରିବାରରେ ଶାନ୍ତ ପରିବେଶ ରହିବ। ବ୍ୟବସାୟରେ ଉନ୍ନତି ହେବ। ପ୍ରେମିକାଙ୍କୁ ମନର କଥା କହିବେ।

କର୍କଟ: ଖୋଦ୍‌କୁ ଶକ୍ତିବାନ ଅନୁଭବ କରିବେ। ଅଧିକାରୀଙ୍କ ସହିତ ମହତ୍ତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ। ଛାତ୍ରଙ୍କ କ୍ୟାରିୟର୍‍ରେ ନୂଆ ପରିବର୍ତ୍ତନ ଆସିବ।

ସି˚ହ: ସକାରାତ୍ମକ ଭାବନା ଆପଣଙ୍କ ଲାଗି ଲାଭଦାୟକ ସାବ୍ୟସ୍ତ ହେବ। ଅନ୍ୟମାନଙ୍କ କାମରେ ନିଜର ମତ ଦେବାରୁ ନିବୃତ୍ତ ରୁହନ୍ତୁ।

କନ୍ୟା: ନିଜର ଇଚ୍ଛା ପୂରଣ କରିବାର ପ୍ରୟାସରେ ସଫଳ ହେବେ। ଚାକିରିରେ ଦରମା ବଢ଼ିପାରେ। ଜୀବନସାଥୀଙ୍କ ଠାରୁ ଉପହାର ପାଇବେ।

ତୁଳା: ଶିକ୍ଷାକ୍ଷେତ୍ରରେ ଉନ୍ନତି ଲାଗି ସୁଯୋଗ ପାଇବେ। ପରିବାର ଲୋକଙ୍କ ସହିତ ସମୟ ଅତିବାହିତ କରିବେ। ବ୍ୟବସାୟରେ ସବୁ ଭଲ ହେବ।

ବିଛା: ଆମଦାନି ଲାଗି ନୂଆ ସୁଯୋଗ ପାଇବେ। ଚାକିରିରେ ଉନ୍ନତି ହୋଇପାରେ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ। ବାହନ କିଣିବା ଲାଗି ଆଗ୍ରହ ବଢ଼ିବ।

ଧନୁ: ସମସ୍ତଙ୍କ ପ୍ରତି ଆପଣଙ୍କ ବ୍ୟବହାର ଭଲ ରହିବ। କାରବାରରେ ସ୍ଥଗିତ ଥିବା କାର୍ଯ୍ୟ ପୂରା ହେବ। ସରକାରୀ କ୍ଷେତ୍ରରେ ଲାଭ ପାଇବେ।

ମକର: ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ପୂରା ହୋଇପାରେ। ଅଚାନକ ଧନପ୍ରାପ୍ତି ହେବ। ଜୀବନସାଥୀଙ୍କ ସହିତ ପୂର୍ବ କଥାକୁ ନେଇ ମତଭେଦ ହୋଇପାରେ।


କୁମ୍ଭ: କେବଳ ନିଜ କାମରେ ମନୋଯୋଗ ଦିଅନ୍ତୁ। ଅଯଥାରେ କାହାରି ସହିତ ତର୍କ-ବିତର୍କ କରନ୍ତୁ ନାହିଁ। ଛାତ୍ରଙ୍କୁ ପାଠପଢ଼ା କ୍ଷେତ୍ରରେ ଲାଭ ମିଳିବାର ଯୋଗ ରହିଛି।

ମୀନ: ଆପଣଙ୍କ ମନ ପ୍ରସନ୍ନ ରହିବ। ନୂଆ ଲୋକଙ୍କ ସହିତ ମଧୁର ଆଳାପ ହେବ। ବେପାର ସମ୍ବନ୍ଧିତ ଭଲ ଖବର ପାଇବେ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

NewsLaxmi7

About Author

You may also like

ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ
ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ