ଦେଶ ବିଦେଶ ମନୋରଞ୍ଜନ

ଜାଣନ୍ତୁ ‘ପଠାନ’ର ୫ମ ଦିନର ରୋଜଗାର କେତେ; ୫ ଦିନରେ ରେକର୍ଡ କରି ସାରିଲାଣି କିଙ୍ଗ୍‌ ଖାନ୍‌ଙ୍କ ଏହି ଫିଲ୍ମ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ମୁମ୍ବାଇ: ବୁଧବାର ରିଲିଜ୍ ହୋଇଥିଲା କିଙ୍ଗ ଖାନ୍ ଶାହରୁଖଙ୍କ ଅଭିନୀତ ଫିଲ୍ମ ‘ପଠାନ’। ଏହି ଫିଲ୍ମର ରିଲିଜକୁ ଦର୍ଶକ ଉତ୍ସାହର ସହ ଅପେକ୍ଷା କରିଥିବା ବେଳେ ବୁଧବାର ଏହାର ଅନ୍ତ ଘଟିଥିଲା। ରିଲିଜ୍ ପୂର୍ବରୁ ଫିଲ୍ମଟି ଅନେକ ବଡ଼ ବଡ଼ ଫିଲ୍ମର ରେକର୍ଡ ଭାଙ୍ଗିବ ବୋଲି କୁହାଯାଉଥିବା ବେଳେ ରିଲିଜ ପରେ ତାହା ପ୍ରମାଣ ହେବାରେ ଲାଗିଛି।

ଏହା ମଧ୍ୟରେ ଫିଲ୍ମଟିର ପ୍ରଥମ ୫ ଦିନର ରୋଜଗାରର ରିପୋର୍ଟ ହସ୍ତଗତ ହୋଇଛି। ‌ବାଣିଜ୍ୟ ବିଶ୍ଳେଷକ ରମେଶ ବାଲାଙ୍କ ମୁତାବକ, ୫ ଦିନ ମଧ୍ୟରେ ଫିଲ୍ମଟି ଭାରତରେ ରବିବାର ୭୦ କୋଟି ଟଙ୍କାର ବ୍ୟବସାୟ କରିଛି। ଫିଲ୍ମଟିର ହିନ୍ଦୀ ଭର୍ସନ ବୁଧବାର ୫୫ କୋଟି, ଗୁରୁବାର ୬୮ କୋଟି, ଶୁକ୍ରବାର ୩୮ କୋଟି, ଶନିବାର ୫୧.୫ କୋଟି ଟଙ୍କାର ବେପାର କରିଛି। ଭାରତରେ ୫ ଦିନର କଲେକ୍ସନକୁ ମିଶାଇ ଦୋଲ ‘ପଠାନ୍’ର ସମୁଦାୟ ରୋଜଗାର ୨୯୦ କୋଟି ପାଖାପାଖି ହୋଇଗଲାଣି। ଖୁବ୍ ମ୍‌ ସମୟରେ ଏହା ୩୦୦ କୋଟି ଟଙ୍କା ପାର୍‌ କରିବାକୁ ଯାଉଛି।

ଚଳଚ୍ଚିତ୍ରଟି ଦ୍ୱିତୀୟ ଦିନରେ ଘରୋଇ ବଜାରରେ ୬୮ କୋଟି ରୋଜଗାର କରିଥିଲା। ଏହାଥିଲା ରିଲିଜ୍‌ ପରଠାରୁ ସର୍ବାଧିକ ଆୟ। ସେ ରେକର୍ଡ ରବିବାର ଭାଙ୍ଗି ଗଲା।

‘ପଠାନ’ ଦୁଇ ଦିନ ମଧ୍ୟରେ ସାରା ବିଶ୍ୱରେ ୨୩୫କୋଟି ରୋଜଗାର କରିଥିଲା। ବିଶ୍ବ ବଜାରରେ ‘ପଠାନ’ ପ୍ରଥମ ଦିନରେ ୧୦୦କୋଟି ଆୟ କରିଥିବା ବେଳେ ଦ୍ୱିତୀୟ ଦିନରେ ମଧ୍ୟ ୧୦୦କୋଟିରୁ ଅଧିକ ଆୟ କରିଥିଲା।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ