ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଜାନୁଆରୀ ଶେଷ ସୁଦ୍ଧା ରାଜ୍ୟରେ ପହଞ୍ଚିବ କରୋନା ଟିକା : ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ

ଝାରସୁଗୁଡା ୪।୧: ଜାନୁଆରୀ ଶେଷ ସୁଦ୍ଧା ଓଡିଶାରେ କରୋନା ଟିକା ପହଞ୍ଚିବ । ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ । କୋଭିଡ୍ ଟିକା ଆସିବା ପୂର୍ବରୁ ଡ୍ରାଏ ରନ୍ ଶେଷ ହୋଇଛି ଓ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ପ୍ରଥମେ କରୋନା ଯୋଦ୍ଧାଙ୍କୁ ଦିଆଯିବା ପରେ ୬୦ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କୁ ମାଗଣାରେ ଟିକା ଦିଆଯିବ ବୋଲି କହିବା ସହ ଅନ୍ୟମାନଙ୍କ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ଏସଓପି ଅନୁସାରେ ଟିକାକରଣ କରାଯିବ ବୋଲି ମନ୍ତ୍ରୀ କହିବା ସହ କେନ୍ଦ୍ର ସରକାରଙ୍କ ସହ ଆଲୋଚନା ଚାଲୁ ରହିଛି କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ