ରାଜ୍ୟ ସ୍ପେଶାଲ ରିପୋର୍ଟ

ଜିଲ୍ଲା ଦାବିରେ ୬ ଘଣ୍ଟିଆ ବଣାଇ ବନ୍ଦ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ତାଲା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବଣାଇ ୦୨/୧୨: ସୁନ୍ଦରଗଡ଼ ଜିଲା ବଣେଇ ଉପଖଣ୍ଡ ବଣାଇକୁ ଜିଲ୍ଲା ଦାବିରେ ୬ଘଣ୍ଟିଆ ବନ୍ଦ ଡାକରା ଦେଇଛି ବଣାଇ କ୍ରିୟାନୁଷ୍ଠାନ କମିଟି । ସୁନ୍ଦରଗଡ଼ ଜିଲ୍ଲାର ବଣାଇ ଉପଖଣ୍ଡରେ ବଣାଇ, ଗୁରୁଣ୍ଡିଆ, ଲହୁଣୀ ପଡା ଏବଂ କୋଇଡାକୁ ନେଇ ଏହି ଉପଖଣ୍ଡ ହୋଇଥିବା ବେଳେ କୋଇଡା ଅଂଚଳରେ ରହିଛି ୧୭ଟି ଲୁହା ଖଣିସହିତ ମାଙ୍ଗାନିଜ ଖଣି, ଏବଂ ଛୋଟ ବଡ଼ ମିଶି ୧୫ରୁ ଉର୍ଦ୍ଧ୍ୱ ସ୍ପଞ୍ଜ କାରଖାନା ।

ପ୍ରାୟ ଏହି ଅଞ୍ଚଳରୁ ସରକାର ବର୍ଷକୁ କୋଟି କୋଟି ଟଙ୍କାର ରାଜସ୍ୱ ପାଉଥିବା ବେଳେ ବଣାଇକୁ ଜିଲ୍ଲା ମାନ୍ୟତା ନେଇ ଆଜକୁ ଦୀର୍ଘ ବର୍ଷ ହେଲା ଲଢେଇ ହୋଇଆସୁଛି । ସରକାର ଶୁଣୁନାହାନ୍ତି ହେଲେ ଜିଲା ଦାବି ଦବିଯାଇନାହିଁ । ଜିଲା ଦାବି ନେଇ ଦୋକାନ ବଜ଼ାର, ସହିତ ସମସ୍ତ ଅଂଚଳକୁ ଅବରୋଧ କରିବା ଯୋଗୁ ଦୁଇ ପାର୍ଶ୍ୱରେ ଅଟକି ରହିଛି ସହ ସହ ଗାଡି । ସମସ୍ତ ସରକାରୀ ଅଫିସ, ଦୋକାନ ବଜାର ବନ୍ଦ ରହିଛି । ତେବେ ଏଥିରେ ଜରୁରୀ କାଳୀନ ସେବାକୁ ବାଦ୍‌ ଦିଆଯାଇଛି ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।