ରାଜ୍ୟ ସ୍ପେଶାଲ ରିପୋର୍ଟ

ଜୁଲାଇ ୨୯ରେ ମହରମ୍ ଛୁଟି

ଭୁବନେଶ୍ବର : ଜୁଲାଇ ୨୯ରେ (ଶନିବାର) ମହରମ୍ ପର୍ବ ପଡ଼ୁଥିବାରୁ ରାଜ୍ୟ ସରକାର ଏହି ଦିନଟିକୁ ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୁଲାଇ ୨୮ (ଶୁକ୍ରବାର) ଦିନଟିକୁ ମହରମ୍ ନିମନ୍ତେ ଛୁଟି ଘୋଷଣା କରାଯାଇଥିଲା। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ପରିବର୍ତ୍ତିତ ବିଜ୍ଞପ୍ତି ଅନୁସାରେ ଜୁଲାଇ ୨୮ ତାରିଖ ପରିବର୍ତ୍ତେ ଜୁଲାଇ ୨୯ତାରିଖକୁ ଛୁଟି ଘୋଷଣା କରାଯାଇଛି। ଏହି ଘେ‌ାଷଣା ଅନୁଯାୟୀ, ଜୁଲାଇ ୨୯ରେ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ଏବଂ ରାଜସ୍ବ ଓ ମାଜିଷ୍ଟ୍ରିଆଲ କୋର୍ଟ (ଏକ୍‌ଜିକ୍ୟୁଟିଭ୍) ବନ୍ଦ ରହିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।