Subscribe to Updates

    Get the latest creative news from FooBar about art, design and business.

    What's Hot

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023
    Facebook Twitter Instagram
    Trending
    • ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି
    • ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର
    • ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା
    • ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ
    • ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ
    • ବଦଳିବ ଭିତରକନିକାର ରୂପରେଖ
    • କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦
    • ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ
    Monday, May 29
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»କଳା ଓ ସଂସ୍କୃତି»ଜ୍ଞାନବାପି ମସଜିଦ ମାମଲା: ମେ’ ୨୬ରେ ମୁସଲିମ ପକ୍ଷ ଆବେଦନର ଶୁଣାଣି
    କଳା ଓ ସଂସ୍କୃତି

    ଜ୍ଞାନବାପି ମସଜିଦ ମାମଲା: ମେ’ ୨୬ରେ ମୁସଲିମ ପକ୍ଷ ଆବେଦନର ଶୁଣାଣି

    NewsLaxmi7By NewsLaxmi7May 25, 2022No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ନୂଆଦିଲ୍ଲୀ: ଜ୍ଞାନବାପି-ଶ୍ରୀଙ୍ଗାର ଗୌରୀ ପରିସରର ବୈଧତା ପ୍ରସଙ୍ଗରେ ଶୁଣାଣି ଆସନ୍ତା ଗୁରୁବାରଠାରୁ ଆରମ୍ଭ ହେବ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବାରଣାସୀ ଜିଲ୍ଲା କୋର୍ଟର ବିଚାରପତି ଏ କେ ବିଶ୍ବେସ ଏହି ମାମଲାର ଶୁଣାଣି କରିବେ। ଅନ୍ୟପକ୍ଷେ କୋର୍ଟ ଜ୍ଞାନବାପି ମସଜିଦ ମାମଲାରେ ଦାଖଲ ହୋଇଥିବା ଭିଡିଓଗ୍ରାଫି ସର୍ଭେ ରିପୋର୍ଟ ନେଇ ଉଭୟ ହିନ୍ଦୁ ଓ ମୁସ୍‌ଲିମ ପକ୍ଷ ସେମାନଙ୍କ ଅଭିଯୋଗ ଦାଖଲ କରିବାପାଇଁ କୋର୍ଟ ଗୋଟିଏ ସପ୍ତାହ ସମୟ ଦେଇଛନ୍ତି। ଗତକାଲି ପ୍ରଥମ ପର୍ଯ୍ୟାୟ ଶୁଣାଣି ଶେଷ ହୋଇଥିବା ବେଳେ ଆସନ୍ତା ୨୬ ତାରିଖରେ କୋର୍ଟ ଏହି ମାମଲ‌ାର ପରବର୍ତ୍ତୀ ଶୁଣାଣି କରିବେ। କୋର୍ଟ ମେ’ ୨୬ରେ ପ୍ରଥମେ ମୁସଲିମ ପକ୍ଷର ଆବେଦନ ଶୁଣିବେ। ମସଜିଦ କମିଟିର ଆବେଦନ ଅନୁଯାୟୀ ଗତ ସପ୍ତାହରେ ମସଜିଦ୍‌ ପରିସରରେ ହୋଇଥିବା ଭିଡିଓଗ୍ରାଫି ସର୍ଭେ ବେଆଇନ। ମସଜିଦ୍‌ ପରିସରରେ ଭିଡିଓଗ୍ରାଫି ୧୯୯୧ ଆଇନର ଉଲ୍ଲଂଘନ କରୁଛି ବୋଲି ଆବେଦନରେ ଦର୍ଶାଯାଇଛି। ମସଜିଦ୍‌ କମିଟି ଏହାର ବୈଧତା ପ୍ରସଙ୍ଗକୁ ପ୍ରଥମେ ଶୁଣାଣି ପାଇଁ କହିଥିଲେ ଏବଂ କୋର୍ଟ ଏଥିରେ ରାଜି ହୋଇଥିଲେ।

    argus barungandhi breaking news idea news interview kanak news kholakatha latest news latest orissa news latest update news fues news in odia news today news7 odianews odisha famous people odisha latest odisha latest news odisha political news odisha9 odishakhabar orissa latest orissa political news otv otv live political update politices politics in odisha rahulgandhi soniagandhi speech today news
    Share. Facebook Twitter LinkedIn WhatsApp Email
    Previous Articleଦନ୍ତାହାତୀ ଆକ୍ରମଣରେ ମହିଳା ଗୁରୁତର, ନଦୀକୁ ଯିବାବେଳେ ଶୁଣ୍ଢରେ ଟେକି କଚାଡିଦେଲା
    Next Article ବୁଧବାର ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
    NewsLaxmi7
    • Website

    Related Posts

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ

    May 29, 2023

    ବଦଳିବ ଭିତରକନିକାର ରୂପରେଖ

    May 29, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଅପରାଧ

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ନିଶ୍ଚିନ୍ତକୋଇଲି : ବାଲିଘାଟକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶନିବାର ବିଳମ୍ବିତ ରାତିରେ ଏକ…

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    IPLକୁ ଇର୍ଷା କରୁଛନ୍ତି ଆଫ୍ରିଦି, କହିଲେ ଅନ୍ତରାଷ୍ଟ୍ରୀୟ ଖେଳ ଉପରେ ଭାରି ପଡୁଛି T-20

    April 8, 2021

    ଭ୍ରମଣ ସୌକିନ ଲୋକଙ୍କ ଲାଗି ଖାସ୍ ଖବର, ଦିଲ୍ଲୀରୁ ଲଣ୍ଡନ ବସ୍ ଯାତ୍ରା ଲାଗି ଅପୂର୍ବ ସୁଯୋଗ, ଜାଣନ୍ତୁ ବୁଲିବେ କେତେ ଦେଶ?

    October 29, 2020

    ପଦ୍ମ ଆୱାର୍ଡ ୨୦୨୧ : କାହିଁକି ଦିଆଯାଏ ପଦ୍ମ ଆୱାର୍ଡ ? ଜାଣନ୍ତୁ ପଦ୍ମ ପୁରସ୍କାର ସହ ଜଡିତ କିଛି ଖାସ କଥା

    January 29, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.