Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Monday, June 5
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜନୀତି»ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଆଗେ ପୋଷ୍ଟାଲ୍ ବାଲାଟ୍ ଗଣତି, ସାଢ଼େ ୮ଟାରୁ ଇଭିଏମ୍
    ରାଜନୀତି

    ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଆଗେ ପୋଷ୍ଟାଲ୍ ବାଲାଟ୍ ଗଣତି, ସାଢ଼େ ୮ଟାରୁ ଇଭିଏମ୍

    NewsLaxmi7By NewsLaxmi7May 13, 2023Updated:May 13, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ୍ ବାଲାଟ୍ ଗଣତି ହେଉଛି। ଏହାପରେ ସାଢ଼େ ୮ଟାରୁ ଇଭିଏମ୍ ବାଲାଟ୍ ଗଣତି ଆରମ୍ଭ ହେବ ବୋଲି ଜଣାଯାଇଛି। ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଥିଲା।

    ଜିଲ୍ଲାପାଳ ଅବୋଲୀ ସୁନୀଲ ନରୱଣେଙ୍କ ସୂଚନା ଅନୁସାରେ, ଭୋଟ୍‌ ଗଣତି ସକାଳ ୮ଟାରୁ ଆରମ୍ଭ ହେବ। ମୋଟ୍ ୧୪ଟି ଟେବୁଲରେ ୧୮ ରାଉଣ୍ଡରେ ଗଣତି ହେବ। ଆଉ ଯେଉଁ ୨-୩ଟି ବୁଥ ବାକି ରହିଯିବ ‌ସେଗୁଡ଼ିକ ୧୯ତମ ରାଉଣ୍ଡରେ ଗଣାଯିବ। ପ୍ରତି ଟେବୁଲରେ ଗୋଟିଏ ଲେଖାଏ ବୁଥ କରି ଗଣତି ଆରମ୍ଭ ହେବ।

    ଭୋଟ୍‌ ଗଣତି ଯେଭଳି ଶାନ୍ତି ଶୃଙ୍ଖଳାର ସହ ଓ ନିର୍ଭୁଲ ଭାବରେ ହେବ ସେଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁରୁତ୍ବ ଦିଆଯାଉଥିବା ଜିଲ୍ଲାପାଳ ଶ୍ରୀମତୀ ନରୱଣେ ସୂଚନା ଦେଇଛନ୍ତି। ଭୋଟ୍‌ ଗଣତି ସମୟରେ ସୁରକ୍ଷା ବ୍ୟବସ୍ଥା ପ୍ରତି ମଧ୍ୟ ବିଶେଷ ଗୁରୁତ୍ବ ଦିଆଯାଉଥିବା ଏସ୍‌ପି ସ୍ମିତ୍‌ ପି. ପରମାର୍‌ କହିଛନ୍ତି। ମଧ୍ୟାହ୍ନ ସୁଦ୍ଧା ଚୂଡ଼ାନ୍ତ ଫଳାଫଳ ସ୍ପଷ୍ଟ ‌େ‌ହାଇଯିବ ବୋଲି କୁହାଯାଉଛି।

    Share. Facebook Twitter LinkedIn WhatsApp Email
    Previous Articleଝାରସୁଗୁଡ଼ା ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ୨୭୦୬ ଭୋଟରେ ଆଗୁଆ
    Next Article ଅଧା ରହିଲା ଜଗା ଦର୍ଶନ: ଦୁର୍ଘଟଣାରେ ଚାଲିଗଲା ୩ ଯୁବକଙ୍କ ଜୀବନ
    NewsLaxmi7
    • Website

    Related Posts

    ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ

    June 2, 2023

    ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ

    June 2, 2023

    ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ

    June 2, 2023

    ସଅଳ ହେବ ସ୍ନାନପୂର୍ଣ୍ଣିମା ନୀତିକାନ୍ତି: ଶ୍ରୀବିଗ୍ରହ ସମ୍ମୁଖରେ ଛିଡ଼ା‌ହେବେନି ସେବକ

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ସରିଲା ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ, କୋଭିଡ଼ କଟକଣା ଲାଗି ପ୍ରସାଦ ସେବନ ବନ୍ଦ

    November 10, 2021

    ପତ୍ନୀଙ୍କୁ ଝୁରି ଝୁରି ଆରପାରିକୁ ଚାଲିଗଲେ ଚର୍ଚ୍ଚିତ ଅଭିନେତା ଇନ୍ଦ୍ରଜିତ

    January 31, 2021

    ବିଦେଶକୁ ଲମ୍ବିଛି ଜାଲ୍ ସିମ୍ ରାକେଟର ଚେର : ୩ ଅଭିଯୁକ୍ତଙ୍କୁ ଘନଘନ ଜେରା କରୁଛି କ୍ରାଇମବ୍ରାଞ୍ଚ୍

    May 6, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.