ଅପରାଧ ରାଜ୍ୟ

ଟାଓ୍ୱାରରେ ଚଢିଗଲେ ଯୁବକ, ଦେଲେ ଆତ୍ମହତ୍ୟା ଧମକ…

ସମ୍ବଲପୁର ୦୪।୦୭ : ସମ୍ବଲପୁର ରେଢାଖୋଲ ଖଣ୍ଡହତାରେ ଅଭାବନୀୟ ଘଟଣା । ଇଲେକ୍ଟ୍ରି ଟାଓ୍ୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେଲେ ଯୁବକ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛି ।

ଖବର ଅନୁଯାୟୀ, ତାଳଚେର ଅଞ୍ଚଳର ଯୁବକଙ୍କ ଘର ହୋଇଥିବା ବେଳେ ସୋମବାର ଦିନ ହଠାତ୍‌ ଇଲେକ୍ଟ୍ରି ଟାଓ୍ବାର ଉପରକୁ ଚଢିଯାଇଥିଲେ | ତେବେ ଯୁବକଙ୍କ ଏପରି ଉଦ୍ୟମ ଦେଖି ସ୍ଥାନୀୟଲୋକେ ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଓ ରେଢାଖୋଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିଛନ୍ତି | ଯୁବକଙ୍କ ଅବସ୍ଥା ସଂକଟାପନ୍ନ ରହିଛି |

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।