ରାଜ୍ୟ ସ୍ୱାସ୍ଥ୍ୟ

ଟେଷ୍ଟିଂ କମିନାହିଁ, କିନ୍ତୁ ସଂକ୍ରମଣ କମିଛି- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର ୨୩।୦୧ : ସଂକ୍ରମଣ ଧୀରେ ଧୀରେ କମିବା ଆରମ୍ଭ ହୋଇଛି । ଗତ ୧୨ ତାରିଖ ଠାରୁ ଏହିପରି ଭାବେ ସଂକ୍ରମଣ କମିବା ଆରମ୍ଭ ହୋଇଛି । କିନ୍ତୁ ଟେଷ୍ଟିଂ ସଂଖ୍ୟା କମିନାହିଁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଟେଷ୍ଟିଂ ସଂଖ୍ୟା ବଢାଯାଇଛି । ଯାହାକି ୭୦ ହଜାର ଉପରେ ରହିଛି । ତେଣୁ ଆମକୁ ପିକ ଛୁଇଛେ ନା ନାହିଁ ଏଥିପାଇଁ ପାଇଁ ଆଉ ୨ ରୁ ୪ ଦିନ ଅପେକ୍ଷା କରିବାକୁ ପଡିବ । କାରଣ ଦ୍ୱିତୀୟ ଲହରରେ ଅନେକ ଵିଶେଷଜ୍ଞ ଆକଳନ କରିଥିଲେ ଜୁଲାଇ ମାସରେ କମିବ ବୋଲି । କିନ୍ତୁ ଏହାକୁ କମିବାକୁ ଅକ୍ଟୋବର ମାସ ଯାଏଁ ଲାଗିଥିଲା। । ଆସନ୍ତା କିଛି ଦିନ ଆମ ପାଇଁ ଗୁରୁତ୍ୱ ପୂର୍ଣ୍ଣ। ତେବେ ଆମେ ଦେଶ ଅପେକ୍ଷା ଭଲ ସ୍ଥିତରେ ଅଛନ୍ତି। ପଜିଟିଭିଟି ଅପେକ୍ଷା ଆମର ଗୁରୁତର ରୋଗୀଙ୍କ ସଂଖ୍ୟା ମଧ୍ୟ କମ୍‌ ରହିଛି। ନିୟମିତ ଭାବେ ରାଜ୍ୟ ସରକାର ପୁରା ସ୍ଥିତି ଉପରେ ନଜର ରଖିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ