ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଟ୍ରକ୍‌କୁ ପଛପଟୁ ପିଟିଲା କାର୍‌, ୮ ଆହତ

ନୟାଗଡ଼ ୨୯।୦୬: ଟ୍ରକ୍‌କୁ ପଛପଟୁ ପିଟିଲା କାର୍‌ । ଏହି ଦୁର୍ଘଟଣାରେ ୮ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡାକିଲରେ ଭର୍ତ୍ତି କରାଯାଇଛି । ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ନୂଆଗାଁ ଥାନା ସୋରଡ଼ା ନିକଟରେ ଘଟିଛି ଏପରି ଦୁର୍ଘଟଣା ।

ଖବର ଅନୁଯାୟୀ, ଦୁଇ ପରିବାର ଭୁବନେଶ୍ବର ଅଭିମୁଖେ ଆସୁଥିଲେ। ଏହି ସମୟରେ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ନୂଆଗାଁ ଥାନା ସୋରଡା ନିକଟରେ ଟ୍ରକକୁ ପଛପଟୁ ପିଟିଲା କାର୍ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତରହୋଇଥିବା ବେଳେ ୫ ଜଣ ସାମାନ୍ୟ ଆହତ ହୋଇଛନ୍ତି । ଆହତମାନେ ଲାଉତୁମ୍ବା ବରଗଡ ଏବଂ ବିନିକା ସୋନପୁର ଅଞ୍ଚଳର ବୋଲି ଜଣାପଡିଛି। ସମସ୍ତଙ୍କୁ ପ୍ରଥମେ ଦଶପଲ୍ଲା ଏବଂ ପରେ ନୟାଗଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।