ରାଜ୍ୟ

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍ ଲାଇଟ଼: ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ବର: ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।

ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଏଣେ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ ହେବନି ବୋଲି ବି ମନ୍ତ୍ରୀ କହିଛନ୍ତି। ଟ୍ୱିନ୍‌ ସିଟିରେ ଚାଲୁ ରହିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ। ବୋଲି କହିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର  କହିଛନ୍ତି। ସେ ଆହୁରି କହିଛନ୍ତି, ରାଜ୍ୟ ବଜେଟ୍‌ ପରେ ଆବଶ୍ୟକ ପଡିଲେ କେନ୍ଦ୍ର ସରକାରଙ୍କ ସହଯୋଗ ନିଆଯିବ। ଡବଲ ଇଞ୍ଜିନ ସରକାର ନିଶ୍ଚିତ ଓଡ଼ିଶାକୁ ସହଯୋଗ କରିବେ କିଭଳି କାମ ତ୍ୱାରାନିତ୍ୱ ହେବ, ଖୁବଶୀଘ୍ର ଆଲୋଚନା ହେବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।