ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଟ୍ରେନ୍‌ରେ କଟି ଯୁବକଙ୍କ ମୃତ୍ୟୁ : ରେଳ ଲାଇନ୍‌ରେ ଗୋଡ, ବୁଦାକୁ ଛିଟିକି ପଡିଛି ଶରୀର

ବାରିପଦା ୪।୧୦: ଟ୍ରେନରେ କଟି ଯୁବକଙ୍କ ମୃତ୍ୟୁ । ବାରିପଦା ସୁନଗାଡିଆ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ବାଙ୍ଗରିପୋଷୀ-ଭୁବନେଶ୍ବର ସୁପରଫାଷ୍ଟ ଟ୍ରନରେ କଟି ଯାଇଥିବା ଅନୁମାନ କରାଯାଉଛି । ଯୁବକଙ୍କ ପରିଚୟ ମିଳିନାହିଁ । ଯୁବକଙ୍କ ବୟସ ୨୦ରୁ ୨୫ ବର୍ଷ ହେବ । ରେଳ ଲାଇନ୍ ଉପରେ ଗୋଟିଏ ଗୋଡ କଟି ରହିଯାଇଥିବା ବେଳେ, ଶରୀରଟି ରେଳ ଧାରଣ ତଳ ବୁଦାକୁ ଛିଟିକି ପଡ଼ିଥିବା ଦେଖିବାକୁ ମିଳିଥିଲା । ଏ ନେଇ ସ୍ଥାନୀୟ ଲୋକେ ଫୋନ୍ ଯୋଗେ GRPକୁ ସୂଚନା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ