Subscribe to Updates

    Get the latest creative news from FooBar about art, design and business.

    What's Hot

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023
    Facebook X (Twitter) Instagram
    Trending
    • ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ
    • ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଡବଲ ଲଘୁଚାପ ଆଣିବ ବଡ ବର୍ଷା, ମାସ ଶେଷ ଯାଏଁ ଲାଗିରହିବ ବର୍ଷିବ
    ରାଜ୍ୟ

    ଡବଲ ଲଘୁଚାପ ଆଣିବ ବଡ ବର୍ଷା, ମାସ ଶେଷ ଯାଏଁ ଲାଗିରହିବ ବର୍ଷିବ

    NewsLaxmi7By NewsLaxmi7July 21, 2023Updated:July 21, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ତେଣୁ ନୋଟିସ ଜାରି କରାଯାଇଛି | ଅନ୍ୟପଟେ ନୋଟିସକୁ ନେଇ ଦତ୍ତମହାପାତ୍ର ସେବକ ସଂଜୟ ଦତ୍ତମହାପାତ୍ର କହିଛନ୍ତି ଯେ ଦୁଇଦିନ ମଧ୍ୟରେ ନୋଟିସର ଜବାବ ଦିଆଯିବ। ଆମେ ପ୍ରଶାସନ ନିର୍ଦ୍ଦେଶ ଅନୁସାରେ ବନକଲାଗି କରିବାକୁ ଗୁରୁବାର ପ୍ରସ୍ତୁତ ଥିଲୁ। ହେଲେ ପ୍ରଶାସନର ଅବହେଳା ଯୋଗୁଁ ନୀତି ହୋଇପାରିଲା ନାହିଁ। ତେଣୁ ସତ୍ତ୍ୱଲିପି ଆଧାରରେ ବନକଲାଗି କରାଯିବା ଦରକାର। ନହେଲେ ସତ୍ତ୍ୱଲିପିକୁ ଉଚ୍ଛେଦ କରିଦିଅନ୍ତୁ ପ୍ରଶାସନ। ଆବଶ୍ୟକ ପଡିଲେ କୋର୍ଟର ଦ୍ୱାରସ୍ଥ ହେବୁ ବୋଲି ସେ କହିଛନ୍ତି ।

    ଭୁବନେଶ୍ୱର: ବନକଲାଗି ନୀତି ବିଶୃଙ୍ଖଳା ପ୍ରସଙ୍ଗରେ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ନୋଟିସର ଉତ୍ତର ଚାରିଦିନ ମଧ୍ୟରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରୀମନ୍ଦିର ଆଇନ ୨୦ ଓ ୩୦ ଧାରାରେ ନୋଟିସ ହୋଇଛି । ମିଳିଥିବା ସୂଚନା ମୁତାବକ ୨୦୧୮ ପରିଚାଳନା କମିଟି ନିଷ୍ପତ୍ତି ଅନୁସାରେ ପ୍ରତି ବୁଧବାର ବନକଲାଗି କରାଯିବ। କିନ୍ତୁ ଛଅବର୍ଷ ଧରି ବନକଲାଗି ନୀତି ପ୍ରତି ବୁଧବାର ହେଉଥିବାବେଳେ ଏବେ ଗୁରୁବାର କରିବା ପାଇଁ ଦତ୍ତମହାପାତ୍ର ନିଯୋଗ ଜିଦ୍ ଧରୁଛି । ନିଳାଦ୍ରୀ ବିଜେ ପରଠାରୁ ଏଯାବତ ମହାପ୍ରଭୁଙ୍କ ବନକଲାଗି ନୀତି ବା ଶ୍ରୀମୁଖ ସୃଙ୍ଗାର ନୀତି ହୋଇନାହିଁ ।

    ତେଣୁ ନୋଟିସ ଜାରି କରାଯାଇଛି | ଅନ୍ୟପଟେ ନୋଟିସକୁ ନେଇ ଦତ୍ତମହାପାତ୍ର ସେବକ ସଂଜୟ ଦତ୍ତମହାପାତ୍ର କହିଛନ୍ତି ଯେ ଦୁଇଦିନ ମଧ୍ୟରେ ନୋଟିସର ଜବାବ ଦିଆଯିବ। ଆମେ ପ୍ରଶାସନ ନିର୍ଦ୍ଦେଶ ଅନୁସାରେ ବନକଲାଗି କରିବାକୁ ଗୁରୁବାର ପ୍ରସ୍ତୁତ ଥିଲୁ। ହେଲେ ପ୍ରଶାସନର ଅବହେଳା ଯୋଗୁଁ ନୀତି ହୋଇପାରିଲା ନାହିଁ। ତେଣୁ ସତ୍ତ୍ୱଲିପି ଆଧାରରେ ବନକଲାଗି କରାଯିବା ଦରକାର। ନହେଲେ ସତ୍ତ୍ୱଲିପିକୁ ଉଚ୍ଛେଦ କରିଦିଅନ୍ତୁ ପ୍ରଶାସନ। ଆବଶ୍ୟକ ପଡିଲେ କୋର୍ଟର ଦ୍ୱାରସ୍ଥ ହେବୁ ବୋଲି ସେ କହିଛନ୍ତି ।

    Share. Facebook Twitter LinkedIn WhatsApp Email
    Previous Articleଚୋରି କରିବାକୁ ଯାଇ ୩ ମହଲା ଛାତରୁ ଡେଇଁଲା ଯୁବକ, ଅଣ୍ଟା ଭାଙ୍ଗି ଡାକ୍ତରଖାନାରେ ଭର୍ତ୍ତି
    Next Article ଅଗଷ୍ଟ ୧୫ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକମାନଙ୍କୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ
    NewsLaxmi7
    • Website

    Related Posts

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁବନେଶ୍ବର: ଅକ୍ଟୋବର ମାସ ଆରମ୍ଭ ସହିତ ଆସିଯାଇଛି ବାତ୍ୟା ଋତୁ। ସାଧାରଣତଃ ମୌସୁମୀ ଫେରିବା ସମୟରେ ଓଡ଼ିଶାକୁ ବାତ୍ୟା ଭୟ…

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ‘ତୁ ଭଲରେ ଥା ମୁଁ ଯାଉଛି, ଆଉ ହେବନି ଦେଖା’ ; ପ୍ରେମ ପାଇଁ ଗଲା ଅବିନାଶଙ୍କ ଜୀବନ

    May 19, 2022

    ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀ, ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ ହୁଏ ୮୨୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ

    December 5, 2022

    ଗୁଜରାଟ-ହିମାଚଳରେ ଚାଲିଲାନି ଝାଡୁ । ହିମାଚଳରେ ଶୂନ୍, ଗୁଜରାଟରେ ଜିତିଲେ ୫ ପ୍ରାର୍ଥୀ ।

    December 9, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.