ରାଜ୍ୟ ସ୍ପେଶାଲ ରିପୋର୍ଟ

ଡାକ୍ତର ଗୌରୀଶଙ୍କର ଆଚାର୍ଯ୍ୟଙ୍କ ପରଲୋକ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ : ଆଚାର୍ଯ୍ୟ ହରିହର କର୍କଟ ‌ରୋଗ ଚିକିତ୍ସା କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ଡାକ୍ତର ଗୌରୀଶଙ୍କର ଆଚାର୍ଯ୍ୟ(୮୬)ଙ୍କର ଆଜି ସକାଳେ ପରଲୋକ ହୋଇଛି। ଶ୍ରୀ ଆଚାର୍ଯ୍ୟ ପ୍ରଖ୍ୟାତ କବିରାଜ ସ୍ବର୍ଗତ ଲକ୍ଷ୍ମୀନାରାୟଣ ଆଚାର୍ଯ୍ୟଙ୍କ ପୁଅ ଓ ଜଷ୍ଟିସ୍‌ ହରିହର ମହାପାତ୍ରଙ୍କ ଜ୍ବାଇଁ ଥିଲେ। ସେ ଜଣେ ସରଳ ଓ ସହୃଦୟ ବ୍ୟକ୍ତିଥିଲେ। ସମାଜସେବା‌ରେ ନିଜକୁ ନିୟୋଜିତ କରିଥିଲେ। ଦୀର୍ଘବର୍ଷ ଧରି ରୋଟାରି ଇଣ୍ଟରନ୍ୟାସନାଲ୍‌ ସହିତ ଜଡିତ ରହିବା ସହ ଦୁଇବର୍ଷ ପାଇଁ ରୋଟାରି କ୍ଲବ୍‌ କଟକ ଶାଖାର ସଭାପତି ଥିଲେ। ତାଙ୍କ ପୁଅ ବରିଷ୍ଠ ଆଇନଜୀବୀ ଗୌତମ କୁମାର ଆଚାର୍ଯ୍ୟ, ଝିଅ ନିବେଦିତା ପଣ୍ଡା, ଜ୍ବାଇଁ ପ୍ରସନ୍ନ ପଣ୍ଡା, ପତ୍ନୀ ବିଚିତ୍ର‌ା ଆଚାର୍ଯ୍ୟ, ବୋହୂ ସସ୍ମିତା ଆଚାର୍ଯ୍ୟ, ନାତୁଣୀ ଆୟୁଷୀ ଓ ଓ ଅନନ୍ୟା ଶେଷ ଶଯ୍ୟା ନିକଟରେ ଉପସ୍ଥିତ ଥିଲେ। ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।