ଅନୁଗୁଳ : ବିଲୁପ୍ତ ପ୍ରାୟ ଘଡ଼ିଆଳ ପ୍ରଜାତିର ଏକ ମାଈ କୁମ୍ଭୀରକୁ ସାତକୋଶିଆ ମହାନଦୀ ଗଣ୍ଡରେ ହତ୍ୟା କରାଯାଇଛି। ଶୁକ୍ରବାର ସନ୍ଧ୍ୟାରେ ମଝିପଡ଼ା ନାଳରେ କୁମ୍ଭୀରର ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଡିନାମାଇଟ୍ ବିସ୍ଫୋରଣରୁ ଘଡ଼ିଆଳଟି ମରିଥିବା ଆଶଙ୍କା କରାଯାଉଛି। ବନବିଭାଗ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହା ଗତ ବର୍ଷ ଛୁଆ ଫୁଟେଇଥିବା କୁହାଯାଉଛି। ତେବେ ଏ ନେଇ ବନବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନି।
Trending
- ‘ପ୍ରଜ୍ଞାନ’ଠାରୁ ସବୁକିଛି ହାସଲ ହୋଇସାରିଛି: ଇସ୍ରୋ ମୁଖ୍ୟ
- ମଣିପୁରରେ ତେଜିଲା ହିଂସାତ୍ମକ ଆନ୍ଦୋଳନ: ବିଭିନ୍ନ ସ୍ଥାନରେ ପୋଡ଼ାଜଳା, ଡିସି ଅଫିସ ଭଙ୍ଗାରୁଜା
- ପାକିସ୍ତାନକୁ ସାଉଦି ଆରବର କଡ଼ା ବାର୍ତ୍ତା: ହଜ୍ ଯାତ୍ରା ନାଁରେ ଭିକାରି, ପକେଟମାରୁଙ୍କୁ ପଠାଅ ନାହିଁ
- ଭାରତୀୟ ହ୍ୟାକରଙ୍କ ଟାର୍ଗେଟ୍ରେ କାନାଡ଼ାର ସେନା ୱେବସାଇଟ୍: ୨ ଘଣ୍ଟା ଅଚଳ କରିଦେଲେ
- ସିଂହଦ୍ବାରରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିକୁ ଅନାଦର
- ମାର୍କେଟ୍ ବିଲ୍ଡିଂ ପରେ ଏକ ନମ୍ୱର ହାଟ: ପାର୍କିଂ ବ୍ୟବସ୍ଥା ନ ସୁଧୁରିଲେ ବନ୍ଦ ଚେତାବନୀ
- ଚୌଧୁରୀ ବଜାରରେ ଭୟାବହ ଅଗ୍ନିକାଣ୍ଡ: ତିନି ମହଲା କୋଠାରେ ଲାଗିଛି ନିଆଁ, କାରଣ ଅସ୍ପଷ୍ଟ
- ୩୦ ଘଣ୍ଟା ପରେ ମିଳିଲା ବାପାଙ୍କ ମୃତଦେହ: ଆଖୁଆପଦା ବୈତରଣୀ ବ୍ରିଜ ଉପରୁ ନଦୀକୁ ଡେଇଁଥିଲେ ଵାପ ଝିଅ
Friday, September 29