ରାଜ୍ୟ

ଡିଭାଇଡରରେ ପିଟିହେଲା କାର୍‌, ତିନି ଗୁରୁତର

ସୁନ୍ଦରଗଡ଼ ୧୫।୧୧ : ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ଥାନା ବାରଘାଟ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହେଲା କାର୍‌ । ଏହି ଦୁର୍ଘଟଣାରେ ତିନି ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ପୁରୀରୁ ରାଉରକେଲା ଯାଉଥିଲା କାର୍‌ । ଚାନ୍ଦିପୋଷ ଥାନା ବାରଘାଟ ନିକଟରେ ଭାରସାମ୍ୟ ହରାଇ କାର୍‌ଟି ରାସ୍ତା କଡ଼ ଡିଭାଇଡରରେ ପିଟି ହୋଇଯାଇଛି । ଯାହାଫଳରେ ଗାଡିରେ ଥିବା ତିନି ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ପ୍ରଥମେ ଲହୁଣୀପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।