ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଡିସେମ୍ବର ୭ରୁ ଶୀତକାଳୀନ ଅଧିବେଶନ, ୨୩ ଦିନିଆ ଅଧିବେଶନରେ ରହିଛି ୧୭ଟି କାର୍ଯ୍ୟଦିବସ

ନୂଆଦିଲ୍ଲୀ ୧୯/୧୧: ଡିସେମ୍ବର ପ୍ରଥମ ସପ୍ତାହରେ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଡିସେମ୍ବର ୭ ରୁ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୨୯ ପର୍ଯ୍ୟନ୍ତ ଚାଲିବ । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଶୀ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ଚଳିତ ବର୍ଷ ବସିବାକୁ ଥିବା ଏହି ଶେଷ ଅଧିବେଶନର ମୋଟ୍ ୨୩ ଦିନ କାର୍ଯ୍ୟ ଦିବସ ରହିଛି ।

ସଂସଦର ଶୀତକାଳୀନ ଅଧିବେଶନ ସାଧାରଣତଃ ନଭେମ୍ବରର ତୃତୀୟ ସପ୍ତାହରୁ ଆରମ୍ଭ ହୋଇ ପ୍ରାୟ ୨୦ ଦିନ ପର୍ଯ୍ୟନ୍ତ ଚାଲିଥାଏ । କିନ୍ତୁ ୨୦୧୭ ଏବଂ ୨୦୧୮ ମଧ୍ୟରେ ଡିସେମ୍ବର ମାସରେ ଶୀତକାଳୀନ ଅଧିବେଶନ ବସିଥିଲା । ଉଭୟ ଗୁଜରାଟ ଓ ହିମାଚଳ ପ୍ରଦେଶ ବିଧାନସଭା ଆସନର ନିର୍ବାଚନ ଫଳାଫଳ ପ୍ରକାଶ ସମୟରେ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ