Subscribe to Updates

    Get the latest creative news from FooBar about art, design and business.

    What's Hot

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023
    Facebook X (Twitter) Instagram
    Trending
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ତିନିଦିନିଆ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ : ଓଡ଼ିଶାରେ ଚାଲିଛି ସୁରକ୍ଷାର ପ୍ରସ୍ତୁତି
    ରାଜ୍ୟ

    ତିନିଦିନିଆ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ : ଓଡ଼ିଶାରେ ଚାଲିଛି ସୁରକ୍ଷାର ପ୍ରସ୍ତୁତି

    NewsLaxmi7By NewsLaxmi7July 25, 2023Updated:July 25, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପତି ମୁର୍ମୁ ଆଜି ଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଜଧାନୀର ବିମାନ ବନ୍ଦରରେ ସନ୍ଧ୍ୟାରେ ପହଞ୍ଚିବା ପରେ ସିଧାସଳଖ ରାଜଭବନ ଯିବେ । ଆସନ୍ତାକାଲି କଟକରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଚଣ୍ଡୀ ମନ୍ଦିର, ମଧୁସୂଦନ ସଂଗ୍ରହାଳୟ, ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ବୁଲି ଦେଖିବେ । ଓଡ଼ିଶା ହାଇକୋର୍ଟଙ୍କ ୭୫ତମ ପ୍ରତିଷ୍ଠା ପୂର୍ତ୍ତି ପାଳନ ଅବସରରେ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବେ । ଏସସିବି ମେଡିକାଲ କଲେଜର ବାର୍ଷିକ ଉତ୍ସବ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

    ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପରେ ଦ୍ରୌପଦୀ ମୁର୍ମୁଙ୍କର ଏହା ତୃତୀୟ ଓଡ଼ିଶା ଗସ୍ତ। ଫେବୃଆରୀ ୧୦ ଓ ୧୧ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶା ଆସି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି । ଗତକାଲି କମିସନରେଟ ପୁଲିସ ପକ୍ଷରୁ କାରକେଡ ରିହରସଲ କରାଯାଇଛି । ରାଷ୍ଟ୍ରପତିଙ୍କର ଓଡ଼ିଶା ଗସ୍ତ ସମୟରେ ଯେଭଳି କୌଣସି ତ୍ରୁଟି ନଦେଖାଯାଏ ସେ ନେଇ କମିସନରେଟ୍ ପୁଲିସ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏନେଇ ବ୍ଲୁ ବୁକ୍ ଆଧାରରେ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

    ରାଷ୍ଟ୍ରପତିଙ୍କ ସୁରକ୍ଷା ଦୟିତ୍ୱରେ ରହିବେ ୧୨ ଜଣ ଅତିରିକ୍ତ ଡିସିପି, ୨୫ ଜଣ ଏସିପି, ୪୦ ଜଣ ଇନ୍ସପେକ୍ଟର, ୧୨୦ ସବଇନ୍ସପେକ୍ଟର ଓ ଏଏସଆଇ। ନିୟୋଜିତ ହେବେ ୩୬ ପ୍ଲାଟୁନ ପୋଲିସ। ଏହାସହ ୩ଟି କୁଇକ ରେସ୍‌ପନ୍‌ସ ଟିମ, ୨ଟି ଟାକ୍ଟିକାଲ ୟୁନିଟ ମଧ୍ୟ ରହିବ ।

    Share. Facebook Twitter LinkedIn WhatsApp Email
    Previous Articleଶ୍ରମିକଙ୍କୁ ନେଇ ଯାଉଥିବାବେଳେ ଓଲଟିଲା ପିକଅପ ଭ୍ୟାନ, ୨୫ ଜଣ ଗୁରୁତର
    Next Article ବର୍ଷା‌ରେ ଆଷାଢ଼ ଶ୍ରାବଣ…: ବଦଳିଲା ପାଗ, ନିଅଣ୍ଟିଆ ସ୍ଥିତିରେ ସୁଧାର ଆଶା
    NewsLaxmi7
    • Website

    Related Posts

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଭୁବନେଶ୍ବର: ପିଲା ନ ହେବାରୁ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ତାଲା ପଡ଼ିଥିଲା। ଛାତ୍ରଛାତ୍ରୀଙ୍କୁ ନିକଟସ୍ଥ ବିଦ୍ୟାଳୟକୁ ପଠାଯିବା ସହ ଶିକ୍ଷକ…

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    କ୍ଷୁଦ୍ର ଜଳସେଚନରେ ସହକାରୀ ଓ କନିଷ୍ଠ ଯନ୍ତ୍ରୀଙ୍କ ପଦୋନ୍ନତି କେବେ?

    July 27, 2023

    ବାଥ୍‌ରୋବ୍‌ ସହ ବଧୂ ବେଶରେ କାଜଲ

    October 31, 2020

    ଏଥର ହେବନି ବରଗଡ ଧନୁଯାତ୍ରା, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବାତିଲ

    December 13, 2020
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.