Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Sunday, June 4
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ଦାବିଦାର ନଥିବା ଜମାରାଶି ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହେବ
    ଦେଶ ବିଦେଶ

    ଦାବିଦାର ନଥିବା ଜମାରାଶି ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହେବ

    NewsLaxmi7By NewsLaxmi7May 9, 2023Updated:May 9, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ନୂଆଦିଲ୍ଲୀ : ବ୍ୟାଙ୍କରେ ଯେଉଁ ଦାବିଦାର ନଥିବା ଜମାରାଶି ପଡ଼ିରହିଛି ସେଥିପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିବା ନିମନ୍ତେ ଉଚ୍ଚ କ୍ଷମତା ସମ୍ପନ୍ନ ଆର୍ଥିକ ସ୍ଥିରତା ଓ ବିକାଶ ପରିଷଦ (ଏଫ୍ଏସ୍‌ଡିସି) ବୈଠକରେ ଆଲୋଚନା ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଏ ବିଷୟରେ ଆଲୋଚନା ହୋଇଥିଲା। ବ୍ୟାଙ୍କ ଓ ଅନ୍ୟ ଆର୍ଥିକ ଅନୁଷ୍ଠାନଗୁଡ଼ିକରେ ଦାବିଦାର ନଥିବା ଯେଉଁ ରାଶି ପଡ଼ିରହିଛି ତାହାର ଫଇସଲା ଲାଗି ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିବାକୁ ଅର୍ଥମନ୍ତ୍ରୀ କହିଛନ୍ତି।

    ବ୍ୟାଙ୍କ ଜମା, ସେୟାର ଓ ଲାଭାଂଶ, ମ୍ୟୁଚୁଆଲ୍ ଫଣ୍ଡ୍ ଓ ବୀମା ଆଦିରେ ଦାବିଦାର ନଥିବା ଯେଉଁ ପାଣ୍ଠି ରହିଛି ତାହାର ଫଇସଲା କରିବାକୁ ବିଭିନ୍ନ ନିୟାମକ ସଂସ୍ଥାକୁ ଅର୍ଥମନ୍ତ୍ରୀ କହିଥିବା ନେଇ ଅର୍ଥନୈତିକ ବ୍ୟାପାର ସଚିବ ଅଜୟ ସେଠ୍‌ ସୂଚନା ଦେଇଛନ୍ତି।
    ୨୦୨୩ ଫେବ୍ରୁଆରିରେ ସରକାରୀ ବ୍ୟାଙ୍କଗୁଡ଼ିକ ଭାରତୀୟ ରିଜର୍ଭ ବ୍ୟାଙ୍କରେ ୩୫ ହଜାର କୋଟି ଟଙ୍କାର ଦାବିଦାର ନଥିବା ରାଶି ଜମା କରିଥିଲେ। ଏହି ରାଶିଗୁଡ଼ିକ ବିଭିନ୍ନ ଖାତାରେ ୧୦ ବର୍ଷରୁ ଅଧିକ ସମୟ ଧରି ପଡ଼ିରହିଥିଲା ଓ ତାହା ଉପରେ କେହି ଦାବି ଉପସ୍ଥାପନ କରିନାହାନ୍ତି। ପ୍ରାୟ ୧୦.୨୪ କୋଟି ଖାତାର ଜମା ରାଶିକୁ ରିଜର୍ଭ ବ୍ୟାଙ୍କକୁ ଦିଆଯାଇଥିଲା। ଦାବିଦାର ନଥିବା ଜମାରାଶି ପାଇବାରେ ‌ଲୋକମାନଙ୍କୁ ସାହାଯ୍ୟ କରିବା ଲାଗି ତିନିରୁ ଚାରି ମାସ ଭିତରେ ଏକ ପୋର୍ଟାଲ ବିକାଶ କରାଯିବ ବୋଲି ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଗତ ମାସରେ କହିଥିଲେ।

    ଏହି ବୈଠକରେ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶ୍ରୀ ଦାସ, ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)ର ମୁଖ୍ୟ ମାଧବୀ ପୁରୀ ବୁଚ୍, ଭାରତୀୟ ବୀମା ନିୟାମକ ଓ ବିକାଶ କର୍ତ୍ତୃପକ୍ଷ (ଆଇଆରଡିଏଆଇ)ର ଅଧ୍ୟକ୍ଷ ଦେବାଶିଷ ପଣ୍ଡା, ଭାରତୀୟ ଇନସଲ୍‌ଭେନ୍ସି ଆଣ୍ଡ୍ ବ୍ୟାଙ୍କରପ୍‌ସି ବୋର୍ଡର ଅଧ୍ୟକ୍ଷ ରବି ମିତ୍ତଲ, ‌ପେନ୍‌ସନ୍ ପାଣ୍ଠି ନିୟାମକ ଓ ବିକାଶ କର୍ତ୍ତୃପକ୍ଷ ଦୀପକ ମହାନ୍ତି ଓ ଅର୍ଥ ମନ୍ତ୍ରଣାଳୟର ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ।

    Share. Facebook Twitter LinkedIn WhatsApp Email
    Previous Articleଈଶନିନ୍ଦା ପାଇଁ ଇରାନରେ ୨ ଜଣଙ୍କୁ ମୃତ୍ୟୁଦଣ୍ଡ, ମାନବାଧିକାର ଗୋଷ୍ଠୀଙ୍କ ନିନ୍ଦା
    Next Article ସୋନିଆଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସକୁ ଇସି ନୋଟିସ୍‌
    NewsLaxmi7
    • Website

    Related Posts

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଆୟକର ଠକେଇ ଅଭିଯୋଗ ନେଇ ମୁହଁ ଖୋଲିଲେ ସୋନୁ ସୁଦ, ଜାଣନ୍ତୁ କହିଲେ କ’ଣ ?

    September 21, 2021

    ଆମେରିକାରେ ହୃଦୟବିଦାରକ ଘଟଣା, ଟ୍ରକ୍‌ରୁ ମିଳିଲା ୪୬ ମୃତଦେହ…

    June 28, 2022

    ପାଣି ଅଭାବରୁ ମରିଗଲା ଧାନ ଫସଲ, ଜମିରେ ଗୋରୁ ଛାଡ଼ିଲେ ଚାଷୀ

    November 25, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.