ଦେଶ ବିଦେଶ ରାଜନୀତି

ଦାୟିତ୍ବ ଗ୍ରହଣ କଲେ ରେଳ ବୋର୍ଡର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ : ରେଳ ବୋର୍ଡର ନୂଆ ଅଧ୍ୟକ୍ଷ ଏବଂ ସିଇଓ ଭାବେ ଅନିଲ କୁମାର ଲାହୋଟି ରବିବାର ଦିନ ଦାୟିତ୍ବ ଗ୍ରହଣ କରିଛନ୍ତି। ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ କମିଟି ଶ୍ରୀ ଲାହୋଟିଙ୍କ ନିଯୁକ୍ତିକୁ ପୂର୍ବରୁ ମଞ୍ଜୁରି ଦେଇଥିଲା। ପୂର୍ବରୁ ସେ ରେଳ ବୋର୍ଡର ସଦସ୍ୟ (ଭିତ୍ତିଭୂମି) ଭାବେ ଦାୟିତ୍ବ ନିର୍ବାହ କରୁଥିଲେ।

ସେ ଭାରତୀୟ ରେଳ ଇଞ୍ଜିନିୟର୍ସ ସେବା ୧୯୮୪ ବ୍ୟାଚର ଅଧିକାରୀ। ଗ୍ବାଲିୟରସ୍ଥିତ ମାଧବ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ସାଇନ୍ସରୁ ସିଭିଲ ଇଞ୍ଜିନିୟରିଂରେ ବିଟେକ୍‌ରେ ସ୍ବର୍ଣ୍ଣ ପଦକ ପାଇଥିଲେ। ଏହାପରେ ରୁର୍‌କି ବିଶ୍ବବିଦ୍ୟାଳୟ (ଆଇଆଇଟି ରୁର୍‌କି)ରୁ ଷ୍ଟ୍ରକଚର ଇଞ୍ଜିନିୟରିଂରେ ମାଷ୍ଟର ଡିଗ୍ରି ହାସଲ କରିଛନ୍ତି। ରେଳବାଇରେ ୩୬ ବର୍ଷରୁ ଅଧିକ ସମୟ ଧରି ସେ ବିଭିନ୍ନ ପଦପଦବିରେ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର