ଦେଶ ବିଦେଶ ମନୋରଞ୍ଜନ ସ୍ୱାସ୍ଥ୍ୟ

ଦିଶାଙ୍କ ସୂର୍ଯ୍ୟସ୍ନାନ

ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରୁଥିବା ବଲିଉଡ୍‌ ଅଭିନେତ୍ରୀ ଦିଶା ପଟ୍ଟାନୀଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ୍‌ ହେବା‌‌ରେ ଲାଗିଛି। ଫଟୋରେ ଦିଶା ବିକିନି ପିନ୍ଧି ଏକ ସ୍ବିମିଂ ପୁଲ୍‌ରେ ସୂର୍ଯ୍ୟଙ୍କ ଆଡ଼କୁ ମୁହଁ କରି ଛିଡ଼ା ହୋଇଥିବା ନଜର ଆସୁଛନ୍ତି। ନିଜକୁ ଫିଟ୍‌ ରଖିବା ପାଇଁ ଦିଶା ଏପରି କରୁଥିବା ଜଣାଇଛି। ତେ‌େବ‌ ଦିଶା ନିଜ ଇନ୍‌ଷ୍ଟ‌ାଗ୍ରାମ୍‌ରେ ଏହି ଫଟୋକୁ ପୋଷ୍ଟ କରିବା ପରେ ତାଙ୍କର ଲକ୍ଷ ଲକ୍ଷ ପ୍ରଶଂସକ ଏହାକୁ ପସନ୍ଦ କରିଛନ୍ତି।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ