ଅପରାଧ ରାଜ୍ୟ

ଦୁର୍ଘଟଣାରେ ଚାଲିଗଲା ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକ

କୋରାପୁଟ ୧୬।୧୧ : କୋରାପୁଟ ସଦର ଦୟାନିଧି ଗୁଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିକ୍‌ଅପ୍‌ ଭ୍ୟାନ୍‌ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯେଉଁଥିରେ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଦୟାନିଧି ଗୁଡ଼ାର ଡମୁ ନାୟକ ବୋଲି ଜଣାପଡିଛି ।

ସେପଟେ ଦୁର୍ଘଟଣାରେ କୋରାପୁଟ-ରାଣିଗଡ ରାସ୍ତା ଅବରୋଧ କରାଯାଇଛି । କ୍ଷତିପୂରଣ ଦାବିରେ ଅବରୋଧ କରିଛନ୍ତି ଗ୍ରାମବାସୀ । ଯାହାଫଳରେ ରାସ୍ତାର ଉଭୟ ପଟେ ଶତାଧିକ ଗାଡି ଅଟକି ରହିଛି ଘଟଣାସ୍ଥଳରେ କୋରାପୁଟ ସଦର ଥାନା ପୋଲିସ ଲୋକଙ୍କୁ ବୁଝାସୁଝା କରୁଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।