କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଦ୍ୱିତୀୟ ବାର୍ଷିକ ଯାତ୍ରା କଳାକାର ସମ୍ମିଳନୀ ଓ ପ୍ରତିଭା ସମ୍ମାନ ଅନୁଷ୍ଠିତ

ଭଦ୍ରକ, ୧୮/୧୦: ଦ୍ୱିତୀୟ ବାର୍ଷିକ ଯାତ୍ରା କଳାକାର ସମ୍ମିଳନୀ ଓ ପ୍ରତିଭା ସମ୍ମାନ -୨୦୨୧ ଭଦ୍ରକ ଟାଉନ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଅଛି । କାର୍ଯ୍ୟକ୍ରମରେ ଭଦ୍ରକ ସାଂସଦ, ଭଦ୍ରକ, ବିଧାୟକ ଓ ଭଣ୍ଡାରିପୋଖରୀ ବିଧାୟକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।

ଆଜିର ବ୍ୟସ୍ତ ବହୁଳ ଜୀବନରେ କଳାକାର ମାନେ ଆମମାନଙ୍କର ମନୋରଞ୍ଜନର ମାଧ୍ୟମ ସାଜିଥାନ୍ତି । ଅନେକ ସମୟରେ ଏମାନେ ବହୁ ଘାତ ପ୍ରତିଘାତକୁ ମଧ୍ୟ ସାମ୍ନା କରିଥାନ୍ତି । କିନ୍ତୁ ସମାଜରେ ଏମାନଙ୍କର ଅବଦାନ ଅତୁଳନୀୟ ବୋଲି ଉପସ୍ଥିତ ଅତିଥି କହିଥିଲେ । କରୋନା ସମୟରେ କଳାକାରମାନଙ୍କ ବିଭିନ୍ନ ସମସ୍ୟା ନେଇ ମଧ୍ୟ କଳାକାର ମଞ୍ଚ ପକ୍ଷରୁ ଦାବି ଉପସ୍ଥାପନ କରାଯାଇଥିଲା।

ଏହି ପ୍ରରିପେକ୍ଷୀରେ ଅନେକ ପ୍ରତିଭାମାନଙ୍କୁ ମଧ୍ୟ ସମ୍ବର୍ଦ୍ଧନା କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ କଳାକାର ଉପସ୍ଥିତ ରହିଥିଲେ ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି