Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Monday, June 5
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଧର୍ମେନ୍ଦ୍ରଙ୍କୁ ପ୍ରଣବପ୍ରକାଶଙ୍କ ପ୍ରଶ୍ନ: ହିଂସାକୁ ସମର୍ଥନ କରି କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି?
    ରାଜ୍ୟ

    ଧର୍ମେନ୍ଦ୍ରଙ୍କୁ ପ୍ରଣବପ୍ରକାଶଙ୍କ ପ୍ରଶ୍ନ: ହିଂସାକୁ ସମର୍ଥନ କରି କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି?

    NewsLaxmi7By NewsLaxmi7March 7, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭବେଳେ ପୁଲିସର କାର୍ଯ୍ୟାନୁଷ୍ଠାନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମାଲୋଚନା କରିବା ସହ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ପରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟୁଇଟ୍ କରି ଜବାବ୍ ଦେଇଛନ୍ତି।

    ପ୍ରଣବ ପ୍ରକାଶ ଟୁଇଟର୍‌ରେ ବିଜେପି ବିକ୍ଷୋଭ ବେଳର ଏକ ଭିଡିଓ ପୋଷ୍ଟ କରି ଲେଖିଛନ୍ତି ଯେ, ଆପଣଙ୍କ ଦଳର ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ଜଣେ ହତ୍ୟା ଅଭିଯୁକ୍ତ। ଏବେ ସେ ଜାମିନରେ ଅଛନ୍ତି। ନିକଟରେ ରାଜଧାନୀରେ ବିକ୍ଷୋଭ ନାଁରେ ତାଙ୍କ ନେତୃତ୍ବରେ ପୁଲିସ ଉପରେ ମରଣାନ୍ତକ ଆକ୍ରମଣ ହେଲା। ଏଭଳି ନେତାଙ୍କୁ ସମର୍ଥନ କରି ଆପଣ ଓଡ଼ିଶାର ଯୁବକମାନଙ୍କୁ କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି?

    ଏହାସହ ଶ୍ରୀ ଦାସ କହିଛନ୍ତି ଯେ, ଆପଣ ଯାହାଙ୍କୁ ବିରୋଧୀ ଦଳର ନେତା କରିଛନ୍ତି, ସେ ମଧ୍ୟ ଜଣେ ଅଭ୍ୟାସଗତ ଅପରାଧୀ ଏବଂ ଜଘନ୍ୟ ହତ୍ୟା ମାମଲାରେ ସଂପୃକ୍ତ। ସ୍ବାସ୍ଥ୍ୟ ଆଳରେ ଜାମିନରେ ଆସିଲା ପରେ ମଧ୍ୟ ସେ ଅପରାଧ ଘଟାଇ ଚାଲିଛନ୍ତି। ଓଡ଼ିଶା ରାଜନୀତି ପାଇଁ ଏହା ଶୁଭଙ୍କର ନୁହେଁ। ଓଡ଼ିଶାବାସୀ ଏସବୁ ଦେଖୁଛନ୍ତି। ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ୩୦ରୁ ୩୦ ଜିଲ୍ଲା ପରିଷଦରେ ବିଜେପିକୁ ପ୍ରତ୍ୟାଖ୍ୟାନ କଲେ। ଆମେ ଭାବିଥିଲୁ, ଦଳର ଛବି ଖରାପ କରିଥିବାରୁ ଏହି ଦୁଇ ନେତାଙ୍କ ବିରୋଧରେ ଆପଣ କିଛି କାର୍ଯ୍ୟାନୁଷ୍ଠାନ ନେବେ। ମାତ୍ର ଆଜି ଓଲଟା ଦେଖିବାକୁ ମିଳିଲା। ଆପଣ ଓଡ଼ିଶାରେ ପହଞ୍ଚି ଏଭଳି ହିଂସା ପାଇଁ ସେମାନଙ୍କୁ ଉତ୍ସାହିତ କଲା ପରି କଥା କହୁଛନ୍ତି। ଆପଣଙ୍କୁ ମୋର ଅନୁରୋଧ, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ। ଏଭଳି ଅପରାଧିକ ତତ୍ତ୍ବକୁ ଆପଣ ନିୟନ୍ତ୍ରଣ କରନ୍ତୁ। ନହେଲେ ଭବିଷ୍ୟତରେ ଏ ଦୁଇ ନେତା ଆପଣଙ୍କୁ ଏବଂ ଆପଣଙ୍କ ଦଳକୁ ଆହୁରି ଅଧିକ ବଦନାମ କରିବେ।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଶ୍ରୀଜିଉଙ୍କ ସୁନାବେଶ ଆଜି
    Next Article ଯାତ୍ରାରେ ଅଶ୍ଳୀଳତା ମନା: ଅଶ୍ଳୀଳ ନୃତ୍ୟ ଓ ଦ୍ବିଅର୍ଥବୋଧକ ସଂଳାପ ଉପରେ ଅଙ୍କୁଶ
    NewsLaxmi7
    • Website

    Related Posts

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଜାଣନ୍ତୁ ଆଜିର ରାଶିଫଳ

    June 29, 2021

    ରାତିଅଧରେ ଜଳିଗଲା ଦୋକାନ, ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡି ପାଉଁଶ

    September 24, 2022

    ମୃତ ବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ଅଭିଯୋଗ : ମୁଖ୍ୟ ଅଭିଯୁକ୍ତ ସମେତ ୨ ଗିରଫ, ତହସିଲଦାରଙ୍କୁ ନୋଟିସ୍ ଜାରି

    July 4, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.