ଅପରାଧ ରାଜ୍ୟ

ନଦୀପଠାରୁ ଜଣଙ୍କ ମୃତଦେହ ଉଦ୍ଧାର, ୨ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କଲା ପୋଲିସ

ଖଣ୍ଡପଡା ୧୪।୬: ନଦୀ ପଠାରୁ ମୃତଦେହ ଉଦ୍ଧାର ହୋଇଛି । ନୟାଗଡ ଜିଲ୍ଲା ଖଣ୍ଡପଡା ଥାନା କିଆଝର ପଞ୍ଚାୟତ ଗିରିଡ଼ିପଲ୍ଲୀ ଗ୍ରାମ ନିକଟରେ ଥିବା ନଦୀପଠାରୁ ମୃତଦେହ ଉଦ୍ଧାର ହୋଇଛି । ଏହାସହ ଦୁଇ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି ।

ତେବେ ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତିମାନେ ସମ୍ବଲପୁର, ହୀରାକୁଦ ଅଞ୍ଚଳର ବୋଲି ସୂଚନା ମିଳିଛି । ଖଣ୍ଡପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଆହତ ଦୁଇ ଜଣଙ୍କୁ ଉଦ୍ଧାର କରିଛି । ତେବେ ହନୁମାନ ପଇସା ପାଇଁ ଏଭଳି କାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଘଟଣା ପଛର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।