ଅପରାଧ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ, କଲେଜ ପରିସରରେ ବେକରେ ରଶି ଲଗାଇଦେଲେ !

ଗଜପତି ୨୮।୭: ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । କଲେଜ ପରିସରରେ ଛାତ୍ରୀ ଜଣଙ୍କ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି ।

ସୂଚନାଯୋଗ୍ୟ ଯେ, ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରାଣୀପେଣ୍ଟ ନିକଟସ୍ଥ ଗଜପତି ନର୍ସିଂ କଲେଜ ପରିସରରେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଛାତ୍ରୀ ଜଣଙ୍କ ପ୍ରଥମ ବର୍ଷର ଛାତ୍ରୀ ଅଖିଲା ବେହେରା । ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମୃତ ଛାତ୍ରୀ ଜଣଙ୍କ ବ୍ରହ୍ମପୁର ଅଞ୍ଚଳର ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି