Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Sunday, May 28
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ନିର୍ବାଚନ ପୂର୍ବରୁ କାର୍ଯ୍ୟାନୁଷ୍ଠାନ; ଗୁଜରାଟରେ ୧୨ବାଗୀଙ୍କୁ ବିଦା କଲା ବିଜେପି
    ଦେଶ ବିଦେଶ

    ନିର୍ବାଚନ ପୂର୍ବରୁ କାର୍ଯ୍ୟାନୁଷ୍ଠାନ; ଗୁଜରାଟରେ ୧୨ବାଗୀଙ୍କୁ ବିଦା କଲା ବିଜେପି

    NewsLaxmi7By NewsLaxmi7November 23, 2022Updated:November 23, 2022No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ରାଜକୋଟ୍୨୩/୧୧: ଗୁଜରାଟ ବିଧାନସଭା ନିର୍ବାଚନ ପୂର୍ବରୁ ଆକ୍ସନ ମୋଡରେ ଭାରତୀୟ ଜନତା ପାର୍ଟି । ଦଳରୁ ବିଦା ହେଲେ ଆଉ ୧୨ଜଣ ନେତା । ଦଳ ବିରୋଧୀ କାର୍ଯ୍ୟ ପାଇଁ ବାଗୀ ନେତାଙ୍କୁ ବିଜେପି ବହିଷ୍କାର କରିଛି । ଏହା ପୂର୍ବରୁ ୭ଜଣ ବିଧାୟକଙ୍କୁ ଗୁଜରାଟ ବିଜେପି ଅଧ୍ୟକ୍ଷ ନିଲମ୍ବିତ କରିଥିଲେ । ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ଟିକେଟ୍ କଟିବା ପରେ ଦଳ ବିରୋଧୀ କାର୍ଯ୍ୟରେ ଏମାନେ ଲିପ୍ତ ରହୁଥିବା ଅଭିଯୋଗ ହୋଇଥିଲା ।

    ନିର୍ବାଚନ ଆଉ ଦିନ କେଇଟା ଥିବାବେଳେ ଅସନ୍ତୁଷ୍ଟ ଗୋଷ୍ଠୀକୁ ଦଳରୁ ବାହାର ରାସ୍ତା ଦେଖାଇଛି ବିଜେପି । ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିବା ନେତାଙ୍କ ଉପରେ କର୍ଯ୍ୟାନୁଷ୍ଠାନ ହୋଇଛି । ପୂର୍ବରୁ ୭ଜଣ ବିଧାୟକ ନିଲମ୍ବିତ ହୋଇଥିବାବେଳେ ଏବେ ପୁଣି ଆଉ ୧୨ଜଣ ଦଳରୁ ସସ୍‌ପେଣ୍ଡ ହୋଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ବର୍ତ୍ତମାନ ସୁଦ୍ଧା ୧୯ ଜଣ ବାଗୀ ନେତାଙ୍କୁ ନିଲମ୍ବିତ କରିଛନ୍ତି ଗୁଜରାଟ ବିଜେପି ଅଧ୍ୟକ୍ଷ ସିଆ.ର. ପାଟିଲ୍ ।

    ନିଲମ୍ବିତ ବାଗୀ ନେତାଙ୍କ ମଧ୍ୟରେ ବାହୁବଳୀ ବିଧାୟକ ମଧୁ ଶ୍ରୀବାସ୍ତବ ରହିଛନ୍ତି । ନିର୍ବାଚନରେ ଦଳୀୟ ଟିକେଟ୍ କଟିବା ପରେ ବିରୋଧ କରିଥିଲେ ବାଗୀ ନେତା । ସ୍ବାଧୀନ ବିଧାୟକ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଯାହାକୁ ନେଇ ବାଗୀ ନେତାଙ୍କୁ ପାର୍ଟି ଅଧ୍ୟକ୍ଷ ସସ୍‌ପେଣ୍ଡ କରିଛନ୍ତି । ନିଲମ୍ବିତ ନେତାମାନେ ହେଲେ ଦିନୁ ପଟେଲ, ମଧୁ ଶ୍ରୀବାସ୍ତବ, କୁଳଦୀପ ସିଂହ, ଉଦୟ ସିଂହ ରାଉଲ, ଖତୁ ପାଗୀ, ଏମଏମ ଖାଣ୍ଟ, ଜେପି ପଟେଲ୍, ରମେଶ ଝାଲା, ଅମରିଶ ଝାଲା, ଓବଲସିଂହ ଝାଲା, ରାମସିଂହ ଶଙ୍କର, ଜୀ ଠାକୁର, ମାଓ୍ବଜୀ ଦେଶାୟୀ ଓ ଲେବଜୀ ଠାକୁର ରହିଛନ୍ତି ।

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଦିଲ୍ଲୀ ପାଲମ୍ ଅଞ୍ଚଳରେ ଚାଞ୍ଚଲ୍ୟ, ପରିବାରର ୪ଜଣଙ୍କୁ ହତ୍ୟା କଲା ପୁଅ, କାରଣ ଅସ୍ପଷ୍ଟ
    Next Article ଭଷାଣୀ ବେଳେ ଅଘଟଣ : ବାଣ ଫୁଟି ୪୦ ଆହତ, ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ଙ୍କ ଚିକିତ୍ସା ଜାରି
    NewsLaxmi7
    • Website

    Related Posts

    ଶ୍ରୀନଗରରେ ଲଣ୍ଡନ୍‌ର ‘ୱାକିଙ୍ଗ୍‌ ମାର୍କେଟ୍‌’ ସଦୃଶ ‘ପୋଲୋଭ୍ୟୁ ମାର୍କେଟ୍‌’ ଉଦ୍‌ଘାଟନ କଲେ ଉପରାଜ୍ୟପାଳ ମନୋଜ ସିହ୍ନା

    May 13, 2023

    ‌‘ଦି କେରଳ ଷ୍ଟୋରି’ ପ୍ରଦର୍ଶନ ଉପରେ କଟକଣା ମାମଲା: ପଶ୍ଚିମବଙ୍ଗ, ତାମିଲନାଡ଼ୁ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ

    May 13, 2023

    ଇଭିଏମ୍‌ର ପୁନଃବ୍ୟବହାର ନେଇ କଂଗ୍ରେସର ଦାବିକୁ ଇସିଙ୍କ ଖଣ୍ଡନ

    May 13, 2023

    ଅନଲାଇନରେ ସିଟ୍‌ ବେଲ୍‌ଟ ଆଲାର୍ମ ଷ୍ଟପର କ୍ଲିପ୍‌ ବିକ୍ରି ଉପରେ ରୋକ୍‌

    May 13, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୩୯,୭୨୬ ନୂଆ ସଂକ୍ରମଣ ଚିହ୍ନଟ; ୧.୧୫ କୋଟି ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା

    March 19, 2021

    ଚର୍ଚ୍ଚାରେ ସାହିଦ୍ କପୁରଙ୍କ ପତ୍ନୀ ମୀରା

    February 12, 2021

    ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ

    January 26, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.