ଅପରାଧ ରାଜ୍ୟ

ନ୍ୟୁଡ୍‌ କଲ୍‌ ହେଲା କାଳ ! ବ୍ୟାଙ୍କ ଅଧିକାରୀ ଆତ୍ମହତ୍ୟା ଘଟଣାରେ ୨ ଗିରଫ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ସୋନପୁର ୦୫।୧୨ : ସୋନପୁର ବ୍ୟାଙ୍କ ଅଧିକାରୀ ଦିବ୍ୟରଞ୍ଜନ ମିଶ୍ର ଆତ୍ମହତ୍ୟା ଘଟଣା। ମାମଲାରେ ତଦନ୍ତ କରି ରାଜସ୍ଥାନ ଅଲଓ୍ୱରରୁ ୨ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ନ୍ୟୁଡକଲ୍ ପାଇଁ ଆତ୍ମହତ୍ୟା କରିଥିଲେ ବ୍ୟାଙ୍କ ଅଧିକାରୀ ଦିବ୍ୟରଞ୍ଜନ ।

ଖବର ଅନୁଯାୟୀ, ସୋନପୁର ବ୍ୟାଙ୍କ ଅଧିକାରୀଙ୍କୁ ନ୍ୟୁଡ୍‌ କରି ବ୍ଲାକମେଲ୍‌ କରୁଥିଲା ଏକ ଗ୍ୟାଙ୍ଗ । ମାମଲାକୁ ରଫାଦଫା କରିବାକୁ ୨୬ ଲକ୍ଷ ଟଙ୍କା ଦେଇଥିଲେ ଦିବ୍ୟରଞ୍ଜନ ମିଶ୍ର । ଯାହାକୁ ନେଇ ଦିବ୍ୟରଞ୍ଜନ ଅବସାଦରେ ଥିଲେ । ଶେଷରେ ବ୍ୟାଙ୍କ ଅଧିକାରୀ ଜଣଙ୍କ ଆତ୍ମହତ୍ୟା କରିଥିଲେ । ଆଉ ଏବେ ମାମଲାର ତଦନ୍ତ କରି ରାଜସ୍ଥାନ ଅଲଓ୍ୱରରୁ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଏନେଇ ସୋନପୁର ଏସ୍‌ପି ଅମରେଶ ପଣ୍ଡାଙ୍କ ସୂଚନା ଦେଇଛନ୍ତି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।