ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ପଙ୍ଖାରେ ଫାଶୀ ଲଗାଇ ଜୀବନ ହାରିଲେ ଦଶମ ଶ୍ରେଣୀ ଛାତ୍ରୀ

ଯାଜପୁର: ବୁଧବାର ରାତିରେ ମଙ୍ଗଳପୁର ଥାନା ଅଞ୍ଚଳ କସପା ଗ୍ରାମପଞ୍ଚାୟତ ଅନ୍ତର୍ଗତ କମଲପୁର ଗ୍ରାମରେ ଜନୈକା ଛାତ୍ରୀ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି।

ସ୍ଥାନୀୟ ବାଳିକା ବିଦ୍ୟାଳୟରେ ୧୦ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଏହି ୧୪ ବର୍ଷୀୟ ଛାତ୍ରୀଜଣଙ୍କ ତାଙ୍କ ଶୋଇବା ଘର ସିଲିଂ ଫ୍ୟାନ୍‌ରେ ଫାଶୀ ଲଗାଇ ଜୀବନ ହାରିଥିବା କଥା ଆଜି ସକାଳେ ପରିବାର ଲୋକମାନେ ଦେଖିଥିଲେ।

ତାଙ୍କ ଆତ୍ମହତ୍ୟାର କାରଣ ଜଣା ପଡ଼ିନାହିଁ। ଖବର ପାଇ ମଙ୍ଗଳପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଙ୍କ ଶବ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି